• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 5th Nov 2023: ଏହି ରାଶିର ବ୍ୟକ୍ତି ଅର୍ଥ ଆୟ କରିବା ସହିତ ମାନସମ୍ମାନ ପାଇବେ

ସୈାର ତୁଳା ମାସ କାର୍ତ୍ତିକ କୃଷ୍ଣପକ୍ଷ। ଇଂରାଜୀରେ ୦୫ ତାରିଖ ରବିବାର ଚନ୍ଦ୍ର- କର୍କଟ ଅହୋରାତ୍ର, ତିଥି- ୮ମୀ ରାତ୍ରି ୦୩.୧୮ ଗତେ ୯ମୀ, ଘାତ ଚନ୍ଦ୍ର- ନାସ୍ତି, ଘାତ ବାର – ମେଷ ରାଶିର, ପୁଷ୍କର ଦୋଷ – ୧ ପାଦ-କୃଷିହାନି-ଭୂମିଦାନ

Gemini

ମିଥୁନ

Sunday 05 Nov 2023

ମୃଗଶିରା- ସ୍ୱାସ୍ଥ୍ୟରେ ସୁଧାର ସାଙ୍ଗକୁ ମାନସିକ ସ୍ଥିରତା ଅକ୍ଷୁର୍ଣ୍ଣ ରହିବ । କର୍ମକ୍ଷେତ୍ରରେ ଦକ୍ଷତା ବୃଦ୍ଧି ସହ ସହକର୍ମୀ ସହନାଭୁତି ପ୍ରଦର୍ଶନ କରିବେ । ପିଲାମାନଙ୍କ ସହିତ ହସଖୁସିରେ ସମୟ ବିତାଇବେ ।

ଆଦ୍ରା- ଆର୍ଥିକ ସ୍ଥିତି ପୂର୍ବପରି ରହିବା କାରଣରୁ ମନରେ ଖୁସି ରହିବ ନାହିଁ । ସଭାସମିତିରେ ଉନ୍ନତ ମାନର ଆଲୋଚନା କରିବେ । ଜୀବନ ସାଥିଙ୍କ ସଫଳତା ଓ ବ୍ୟବହାରରେ ମନ ପ୍ରସନ୍ନ ରହିବ ।

ପୁନର୍ବସୁ- ଅଜଣା ବ୍ୟକ୍ତିଙ୍କ ଉପରେ ଭରସା କରନ୍ତୁ ନାହିଁ । ଅନ୍ୟର ଭଲ କରିବାକୁ ଯାଇ ଅପମାନିତ । ଅନ୍ୟମାନଙ୍କର କଥା ଓ କାର୍ଯ୍ୟକଳାପ ଯୋଗୁ ନିଜକୁ ଅସହାୟ ମନେ କରିବେ ।

ପ୍ରତିକାର – ମା ଦତାତ୍ରେୟଙ୍କ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :