• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 5th Nov 2023: ଏହି ରାଶିର ବ୍ୟକ୍ତି ଅର୍ଥ ଆୟ କରିବା ସହିତ ମାନସମ୍ମାନ ପାଇବେ

ସୈାର ତୁଳା ମାସ କାର୍ତ୍ତିକ କୃଷ୍ଣପକ୍ଷ। ଇଂରାଜୀରେ ୦୫ ତାରିଖ ରବିବାର ଚନ୍ଦ୍ର- କର୍କଟ ଅହୋରାତ୍ର, ତିଥି- ୮ମୀ ରାତ୍ରି ୦୩.୧୮ ଗତେ ୯ମୀ, ଘାତ ଚନ୍ଦ୍ର- ନାସ୍ତି, ଘାତ ବାର – ମେଷ ରାଶିର, ପୁଷ୍କର ଦୋଷ – ୧ ପାଦ-କୃଷିହାନି-ଭୂମିଦାନ

Cancer

କର୍କଟ

Sunday 05 Nov 2023

ପୁନର୍ବସୁ- କର୍ମକ୍ଷେତ୍ରରେ ଅନ୍ୟମାନଙ୍କ ମତକୁ ସମ୍ମାନ ଦେଇ ପ୍ରଶଂସିତ ହେବେ । କିଛିଟା ଲୋଭନୀୟ ପ୍ରତିଶ୍ରୁତି ପ୍ରଦାନ କରି ବନ୍ଧୁଙ୍କ ସହ ନୂଆ ସମ୍ପର୍କରୁ ଖୁସି ରହିବେ । ନୂଆ କାର୍ଯ୍ୟ ପାଇଁ ପ୍ଲାଲିଙ୍ଗ କରି ପାରନ୍ତି, ଯାହା ଆପଣଙ୍କୁ ସଫଳତା ଆଣିଦେବ

ପୁଷ୍ୟା- ପ୍ରଶାସନିକ କ୍ଷେତ୍ରରେ ସାହାଯ୍ୟ ପାଇବେ । ପରକଥାକୁ ବିଶ୍ୱାସ କରି ହଇରାଣରେ ପଡିପାରନ୍ତି । ଆର୍ଥିକ ସହୟତା ପାଇ ଅଫିସରେ କାମ କରିନେବେ ।

ଅଶ୍ଲେଷା- ଆକସ୍ମିକ ଭାବରେ ମୋଟା ଅଙ୍କର ଅର୍ଥ ଆବଶ୍ୟକ ହୋଇପାରେ । ଗଠନ ମୂଳକ ପ୍ରସ୍ତାବ ନେଇ କର୍ମକ୍ଷେତ୍ରରେ ପ୍ରଂଶସିତ ହେବେ । ଯାନ ବାହନ, ସଭାସମିତି, ପାରିବାରିକ ସମସ୍ୟା ନେଇ ଚିନ୍ତାରେ ରହିବେ

ପ୍ରତିକାର – ଜଳ ସୋତରେ ଭାସୁଥିବା ମାଛଙ୍କୁ ଖାଦ୍ୟ ଦିଅନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :