• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 5th Nov 2023: ଏହି ରାଶିର ବ୍ୟକ୍ତି ଅର୍ଥ ଆୟ କରିବା ସହିତ ମାନସମ୍ମାନ ପାଇବେ

ସୈାର ତୁଳା ମାସ କାର୍ତ୍ତିକ କୃଷ୍ଣପକ୍ଷ। ଇଂରାଜୀରେ ୦୫ ତାରିଖ ରବିବାର ଚନ୍ଦ୍ର- କର୍କଟ ଅହୋରାତ୍ର, ତିଥି- ୮ମୀ ରାତ୍ରି ୦୩.୧୮ ଗତେ ୯ମୀ, ଘାତ ଚନ୍ଦ୍ର- ନାସ୍ତି, ଘାତ ବାର – ମେଷ ରାଶିର, ପୁଷ୍କର ଦୋଷ – ୧ ପାଦ-କୃଷିହାନି-ଭୂମିଦାନ

Leo

ସିଂହ

Sunday 05 Nov 2023

ମଘା- ଅର୍ଥ ଆୟକରିବା ସହିତ ମାନସମ୍ମାନ ପାଇବେ । ପ୍ରତ୍ୟେକ କ୍ଷେତ୍ରରେ ଘଟଣା ଗୁଡିକ ଅସ୍ୱାଭାବିକ ଭାବେ ଚିନ୍ତା କରିବେ । ଅପୂରଣୀୟ ଅଭିଳାଶ ନେଇ ଦୁଃଖ ଅନୁଭବ କରିବେ ।

ପୂ,ଫାଲଗୁନି- ବ୍ୟବସାୟରେ ବ୍ୟୟର ଭାର ବଢି ଚାଲିବ । ଲୋକ ମାନଙ୍କ ସହଯୋଗ ଆପଣଙ୍କ ମନବଳକୁ ସୁଦୃଢ କରିବ । ଦାମ୍ପତ୍ୟ ଜୀବନକୁ ନେଇ ଖୁସି ରହିବେ ।

ଉ,ଫାଲଗୁନି- ଶିକ୍ଷାର୍ଥୀମାନେ ସଫଳତା ଦିଗକୁ ଗତି କରିବେ । କୋର୍ଟକଚେରୀ ମାମଲାରେ ଚିନ୍ତାରେ ରହିବେ । କୌଣସି କାର୍ଯ୍ୟରେ ମଧ୍ୟସ୍ତି କରନ୍ତୁ ନାହିଁ ।

ପ୍ରତିକାର – ଶ୍ରୀ ମାତଙ୍ଗି ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :