• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 5th Nov 2023: ଏହି ରାଶିର ବ୍ୟକ୍ତି ଅର୍ଥ ଆୟ କରିବା ସହିତ ମାନସମ୍ମାନ ପାଇବେ

ସୈାର ତୁଳା ମାସ କାର୍ତ୍ତିକ କୃଷ୍ଣପକ୍ଷ। ଇଂରାଜୀରେ ୦୫ ତାରିଖ ରବିବାର ଚନ୍ଦ୍ର- କର୍କଟ ଅହୋରାତ୍ର, ତିଥି- ୮ମୀ ରାତ୍ରି ୦୩.୧୮ ଗତେ ୯ମୀ, ଘାତ ଚନ୍ଦ୍ର- ନାସ୍ତି, ଘାତ ବାର – ମେଷ ରାଶିର, ପୁଷ୍କର ଦୋଷ – ୧ ପାଦ-କୃଷିହାନି-ଭୂମିଦାନ

Libra

ତୁଳା

Sunday 05 Nov 2023

ଚିତ୍ରା-ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ । ବ୍ୟବସାୟୀମାନେ ଆଜି ବ୍ୟବସାୟରେ ଲାଭାଂଶ କମାଇବେ । ଶାରୀରିକ ପିଡା ଅପେକ୍ଷା କୃତ କମ୍ ରହିବ ।

ସ୍ୱାତୀ- ରାଜନୀତି କ୍ଷେତ୍ରରେ ନିଜକୁ ସୁରକ୍ଷିତ ରଖି ପାରିବେ । ନୂତନ ଯୋନଜାକୁ କାର୍ଯ୍ୟକରୀ କରନ୍ତୁ ନାହିଁ । ଶିକ୍ଷାତ୍ରୀମାନେ କିଛି ପରିମାଣରେ ଶୁଭଫଳ ପାଇବେ

ବିଶାଖା- ଜମିବାଡି ସମସ୍ୟାରୁ ମୁକ୍ତି ପାଇବେ । ମହିଳାମାନେ କୌଣସି ଧର୍ମାନୁଷ୍ଠାନରେ କିଛି ଅଗ୍ରଣି ଦାୟିତ୍ୱ ନେଇ ପାରନ୍ତି । କୌଣସି ମହତ୍ୱପୂର୍ଣ୍ଣ ବ୍ୟକ୍ତିଙ୍କ ସହ ଭେଟ ହେବ

ପ୍ରତିକାର – ଶୁକ୍ରଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :