• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 5th Nov 2023: ଏହି ରାଶିର ବ୍ୟକ୍ତି ଅର୍ଥ ଆୟ କରିବା ସହିତ ମାନସମ୍ମାନ ପାଇବେ

ସୈାର ତୁଳା ମାସ କାର୍ତ୍ତିକ କୃଷ୍ଣପକ୍ଷ। ଇଂରାଜୀରେ ୦୫ ତାରିଖ ରବିବାର ଚନ୍ଦ୍ର- କର୍କଟ ଅହୋରାତ୍ର, ତିଥି- ୮ମୀ ରାତ୍ରି ୦୩.୧୮ ଗତେ ୯ମୀ, ଘାତ ଚନ୍ଦ୍ର- ନାସ୍ତି, ଘାତ ବାର – ମେଷ ରାଶିର, ପୁଷ୍କର ଦୋଷ – ୧ ପାଦ-କୃଷିହାନି-ଭୂମିଦାନ

Scorpio

ବିଛା

Sunday 05 Nov 2023

ବିଶାଖା- ପରିବାରରେ ଆପଣଙ୍କ ପ୍ରାଧାନ୍ୟତା ବୃଦ୍ଧି ହୋଇପାରେ । ପ୍ରେମିକା, ପ୍ରେମିକମାନେ ପ୍ରେମ କ୍ଷେତ୍ରରେ ସଫଳତା ପାଇବେ । ବେମାର, ବୃଦ୍ଧିଜନ ଓ ଅଶକ୍ତ ଲୋକଙ୍କୁ ସହଯୋଗ କରିବା ପାଇଁ ହାତ ବଢେଇବେ

ଅନୁରାଧା- କଳା, ସାହିତ୍ୟ ପ୍ରତି ଆଗ୍ରହ ବଢିବ । ସଭା ସମିତିରେ କୌଣସି କଥାରେ ଆପଣଙ୍କ ସପକ୍ଷରେ ଯିବ ନାହିଁ । ଶିକ୍ଷାଥ୍ରୀମାନେ ଦେଇଥିବା ପରୀକ୍ଷାରେ କୃତକାର୍ଯ୍ୟ ହେବେ

ଜ୍ୟେଷ୍ଠା- ଗମ୍ଭୀରତାର ସହ ଉଦ୍ୟମ କରନ୍ତୁ ସଫଳତା ପାଇବେ । ଭୂ-ସମ୍ପତି କିଣିବାର ଯୋଗ ରହିଛି । ଘରୋଇ ଉପକରଣ କିଣିବାରେ ଅଧିକ ବ୍ୟୟ କରିବେ

ପ୍ରତିକାର – ବଗଳା ମୂଖିଙ୍କର ପୂଜାର୍ଚ୍ଛନା କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :