• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 5th Nov 2023: ଏହି ରାଶିର ବ୍ୟକ୍ତି ଅର୍ଥ ଆୟ କରିବା ସହିତ ମାନସମ୍ମାନ ପାଇବେ

ସୈାର ତୁଳା ମାସ କାର୍ତ୍ତିକ କୃଷ୍ଣପକ୍ଷ। ଇଂରାଜୀରେ ୦୫ ତାରିଖ ରବିବାର ଚନ୍ଦ୍ର- କର୍କଟ ଅହୋରାତ୍ର, ତିଥି- ୮ମୀ ରାତ୍ରି ୦୩.୧୮ ଗତେ ୯ମୀ, ଘାତ ଚନ୍ଦ୍ର- ନାସ୍ତି, ଘାତ ବାର – ମେଷ ରାଶିର, ପୁଷ୍କର ଦୋଷ – ୧ ପାଦ-କୃଷିହାନି-ଭୂମିଦାନ

Capricorn

ମକର

Sunday 05 Nov 2023

ଉ,ଷାଢା- କ୍ଷେତ୍ରରେ ସାମାନ୍ୟ ଉନ୍ନତି ଦେଖାଦେବ । ଅଧିକ ଭାଗ୍ୟଦାରୀ ହୋଇ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ । କର୍ମ କ୍ଷେତ୍ରରେ ଅନ୍ୟମାନେ ଆପଣଙ୍କର କର୍ମ କରିବାର ଶୈଳୀକୁ ବୁଝିପାରିବେ ନାହିଁ ।

ଶ୍ରବଣା- ରାଜନୀତିରେ ମହତ୍ୱାକାଂକ୍ଷା ପୂରା ହେବ । ଚାକିରି ବୃତିରେ ଅଧୁରା ସ୍ୱପ୍ନ ପୂରା ହୋଇପାରେ । ପିଲାମାନେ ଦ୍ୱନ୍ଦ ଭିତରକୁ ପ୍ରବେଶ କରିବେ ।

ଧନିଷ୍ଠା- ଉପରିସ୍ଥ କର୍ମଚାରୀମାନଙ୍କ ସହିତ କିଛି ବାଦ ବିବାଦ ଉପୁଜିପାରେ । କୋର୍ଟ କଚେରୀ ମାମଲାଠୁ ଦୂରରେ ରୁହନ୍ତୁ । ଅର୍ଥ ସମ୍ମାନର ଅଭାବ ରହିବ ନାହିଁ । ଚେଷ୍ଟା କରୁଥିବା କାମରେ ସଫଳତା ପାଇବେ ।

ପ୍ରତିକାର – ମା ମଙ୍ଗଳା ପୂଜା ସହିତ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :