• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 5th Nov 2023: ଏହି ରାଶିର ବ୍ୟକ୍ତି ଅର୍ଥ ଆୟ କରିବା ସହିତ ମାନସମ୍ମାନ ପାଇବେ

ସୈାର ତୁଳା ମାସ କାର୍ତ୍ତିକ କୃଷ୍ଣପକ୍ଷ। ଇଂରାଜୀରେ ୦୫ ତାରିଖ ରବିବାର ଚନ୍ଦ୍ର- କର୍କଟ ଅହୋରାତ୍ର, ତିଥି- ୮ମୀ ରାତ୍ରି ୦୩.୧୮ ଗତେ ୯ମୀ, ଘାତ ଚନ୍ଦ୍ର- ନାସ୍ତି, ଘାତ ବାର – ମେଷ ରାଶିର, ପୁଷ୍କର ଦୋଷ – ୧ ପାଦ-କୃଷିହାନି-ଭୂମିଦାନ

Aquarius

କୁମ୍ଭ

Sunday 05 Nov 2023

ଧନିଷ୍ଠା- ବ୍ୟବସାୟକୁ ନେଇ ଭଲ ଚୁକ୍ତି ହେବାର ସମ୍ଭାବନା ରହିଛି । ପିତା ମାତାଙ୍କ ସ୍ୱାସ୍ଥ୍ୟ ପ୍ରତି ସମସ୍ୟା ଦେଖାଦେଇପାରେ । ସଭାସମିତି ଓ ସାଂଗଠନିକ କ୍ଷେତ୍ରରେ ପ୍ରଂଶସିତ ହେବେ ।

ଶତଭିଷା- ବାଣିଜ୍ୟ ବ୍ୟବସାୟ ଓ ପରିବହନରେ ପ୍ରତିଦ୍ୱନ୍ଦିତା ବଢିବ । ରାଜନୀତି କ୍ଷେତ୍ରରେ ଆପଣା ଲୋକଙ୍କ ସହଯୋଗ ବୃଦ୍ଧି ପାଇଁ ନିଃସଙ୍ଗତା ବୋଧର ପୀଡା ଦୂରେଇ ଯିବ

ପୂ,ଭାଦ୍ରପଦ- ସାମାଜିକ ଆଦୃତି ମାଧ୍ୟମରେ ସୁଖ ସମ୍ମାନ ପ୍ରଦାନ କରିବ । କୌଣସି ପୁରୁଣା ମକଦ୍ଦମା ଉପରେ ମନୋନିବେଶ କରିବେ । ବନ୍ଧୁତ୍ୱ ସମ୍ପର୍କରେ କିଛି ଉନ୍ନତି ଆସିବ ଏବଂ ତାଙ୍କ ସହିତ ମିଶି କିଛି ନୂଆ ଯୋଜନା କରିବେ

ପ୍ରତିକାର – ହନୁମାନଙ୍କର ପୂଜା କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :