• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 5th Nov 2023: ଏହି ରାଶିର ବ୍ୟକ୍ତି ଅର୍ଥ ଆୟ କରିବା ସହିତ ମାନସମ୍ମାନ ପାଇବେ

ସୈାର ତୁଳା ମାସ କାର୍ତ୍ତିକ କୃଷ୍ଣପକ୍ଷ। ଇଂରାଜୀରେ ୦୫ ତାରିଖ ରବିବାର ଚନ୍ଦ୍ର- କର୍କଟ ଅହୋରାତ୍ର, ତିଥି- ୮ମୀ ରାତ୍ରି ୦୩.୧୮ ଗତେ ୯ମୀ, ଘାତ ଚନ୍ଦ୍ର- ନାସ୍ତି, ଘାତ ବାର – ମେଷ ରାଶିର, ପୁଷ୍କର ଦୋଷ – ୧ ପାଦ-କୃଷିହାନି-ଭୂମିଦାନ

Pisces

ମୀନ

Sunday 05 Nov 2023

ପୂ,ଭାଦ୍ରପଦ- ସ୍ୱାସ୍ଥ୍ୟ ସମସ୍ୟା ଉପନ୍ନ ହୋଇପାରେ । ପତିପତ୍ନୀଙ୍କ ମଧ୍ୟରେ ଭଲ ସପଂର୍କ ସୃଷ୍ଟି ହେବ । ଆୟବ୍ୟୟ ସମାନ ପରିମାଣରେ ରହିବ ।

ଉ,ଭାଦ୍ରପଦ- ଛାତ୍ରଛାତ୍ରୀମାନେ ପଢାରେ ଭଲ ସଫଳତା ଆଣିବେ । ଋଣ କିମ୍ବା ଉଧାର ନେବା ଠାରୁ ଦୂରେଇ ରହିବା ଉଚିତ୍ । ଅଭାବ ଅନାଟନ ପାଇଁ ବ୍ୟୟ ସଂକୋଚନ ହେବ ।

ରେବତୀ- ଜମିଜମା କ୍ରୟ କରିବା ପାଇଁ ଯୋଜନା କରିପାରନ୍ତି । କ୍ରୀଡ଼ା କ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ମିଳିପାରେ । ନିଜର ଚତୁରତା ଓ ବିବେକ ବଳରେ ବିପରୀତ ପରିସ୍ଥିତିକୁ ନିଜ ସପକ୍ଷରେ ନେଇ ପାରିବେ ।

ପ୍ରତିକାର – ବୃହସ୍ପତିଙ୍କର ବିଗ୍ରହକୁ ପୂଜାର୍ଚ୍ଚନା ସହିତ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :