ସୌର ତୁଳା ମାସ କାର୍ତ୍ତିକ ଶୁକ୍ଳପକ୍ଷ । ଇଂରାଜୀରେ ୦୫ ତାରିଖ ମଙ୍ଗଳବାର । ଚନ୍ଦ୍ର- ବିଛା ଦିବା ୦୯.୪୪ ଗତେ ଧନୁ,ତିଥି-୪ର୍ଥୀ ରାତ୍ରି ୧୨.୧୭ ଗତେ ୫ମୀ ,ଘାତଚନ୍ଦ୍ର- ଦିବା ୦୯.୪୪ ଗତେ ତୁଳା ଓ କୁମ୍ଭ ରାଶିର,ଘାତବାର- ମକର ରାଶିର,ପୁଷ୍କର ଦୋଷ- ୧-ପାଦ-କୃଷିହାନି-ଭୂମିଦାନ
ଉ,ଫଳଗୁନି- ଶାରୀରିକ ଅସୁସ୍ଥତା ଓ ଧନ ବ୍ୟୟର ସୂଚନା ମିଳିବ । ପିଲାମାନେ ମଧ୍ୟ୍ୟମ ଧରଣର ଫଳ ପାଇବେ । କାମରେ ଭଲ ପ୍ରଦର୍ଶନ ପାଇଁ କିଛି ନୂଆ କରିବେ
ହସ୍ତା- କଥନଶୈଳୀକୁ ପରିବର୍ତ୍ତନ କରିପାରନ୍ତି । ବ୍ୟବସାୟରେ ଆୟ ବୃଦ୍ଧି କରିବେ । ପିଲାମାନେ କୃତିତ୍ୱ ଅର୍ଜନ କରିବେ
ଚିତ୍ରା- କୌଣସି ଘଟଣାରେ ସପୃକ୍ତ ହୋଇପାରନ୍ତି । ମହିଳା ମାନେ କୈାଣସି ଅଜଣା ବିପଦରେ ପଡି ପାରନ୍ତି । ନୂତନ ଯାନବାହନ କିମ୍ବା ଗୃହୋପକରଣ କିଣିବାକୁ ମନ ବଳାଇ ପାରନ୍ତି।
ପ୍ରତିକାର – ମିଠା ଖାଇ ଘରୁ ବାହରନ୍ତୁ
ଶୁଭ ରଙ୍ଗ :ଲାଲ୍
ଶୁଭ ସଂଖ୍ୟା :୯