• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 5th Oct 2022: ଏହି ରାଶିର ବ୍ୟକ୍ତିଙ୍କର ଆଜି ଦୂର ଯାତ୍ରାର ଯୋଗ ରହିଛି

ସୈାର କନ୍ୟା ମାସ ଆଶ୍ୱିନ ଶୁକ୍ଳପକ୍ଷ । ଇଂରାଜୀରେ ୦୫ ତାରିଖ ବୁଧବାର ଚନ୍ଦ୍ର – ମକର ଅହୋରାତ୍ର ଘାତ ଚନ୍ଦ୍ର- ସିଂହ ରାଶିର ଘାତ ବାର – କର୍କଟ ରାଶିର ପୁଷ୍କର ଦୋଷ - ନାସ୍ତି

Aries

ମେଷ

Wednesday 05 Oct 2022

ଅଶ୍ୱନୀ – ପୈତୃକ ସମ୍ପତିକୁ ନେଇ ଦୁଇ ଜଣଙ୍କ ବିବାଦରେ ତୃତୀୟ ବ୍ୟକ୍ତି ଲାଭବାନ୍ ହେବ

ଦ୍ୱିଜା – ଛାତ୍ରଛାତ୍ରୀ ମାନେ ଉଚ୍ଚ ଶିକ୍ଷା ଲାଭ କରିବେ

କୃତିକା – ପରିବାରରେ ସୁଖ -ପ୍ରୀତି ବୃଦ୍ଧି ପାଇବ

ପ୍ରତିକାର - ହନୁମାନଙ୍କର ଦର୍ଶନ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :