Advertisment

Daily Horoscope 5th Oct 2022: ଏହି ରାଶିର ବ୍ୟକ୍ତିଙ୍କର ଆଜି ଦୂର ଯାତ୍ରାର ଯୋଗ ରହିଛି

author-image
Pallipuspa Samal
Daily Horoscope 5th Oct 2022: ଏହି ରାଶିର ବ୍ୟକ୍ତିଙ୍କର ଆଜି ଦୂର ଯାତ୍ରାର ଯୋଗ ରହିଛି
ସୈାର କନ୍ୟା ମାସ ଆଶ୍ୱିନ ଶୁକ୍ଳପକ୍ଷ । ଇଂରାଜୀରେ ୦୫ ତାରିଖ ବୁଧବାର ଚନ୍ଦ୍ର – ମକର ଅହୋରାତ୍ର ଘାତ ଚନ୍ଦ୍ର- ସିଂହ ରାଶିର ଘାତ ବାର – କର୍କଟ ରାଶିର ପୁଷ୍କର ଦୋଷ - ନାସ୍ତି