• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 5th Oct 2022: ଏହି ରାଶିର ବ୍ୟକ୍ତିଙ୍କର ଆଜି ଦୂର ଯାତ୍ରାର ଯୋଗ ରହିଛି

ସୈାର କନ୍ୟା ମାସ ଆଶ୍ୱିନ ଶୁକ୍ଳପକ୍ଷ । ଇଂରାଜୀରେ ୦୫ ତାରିଖ ବୁଧବାର ଚନ୍ଦ୍ର – ମକର ଅହୋରାତ୍ର ଘାତ ଚନ୍ଦ୍ର- ସିଂହ ରାଶିର ଘାତ ବାର – କର୍କଟ ରାଶିର ପୁଷ୍କର ଦୋଷ - ନାସ୍ତି

Aquarius

କୁମ୍ଭ

Wednesday 05 Oct 2022

ଧନିଷ୍ଠା – କର୍ମ କ୍ଷେତ୍ରରେ ପଦୋନ୍ନତି ହୋଇପାରେ

ଶତଭିଷା – ଭାଗୀଦାରି ବ୍ୟବସାୟ ଦ୍ୱାରା କିଛି ମାତ୍ରାରେ ଲାଭବାନ୍ ହେବେ

ପୂ , ଭାଦ୍ରପଦ – ପରିବାରରେ ଉତ୍ତମ ବୁଝାବଣା ଦ୍ୱାରା ଉନ୍ନତି ଲାଭ କରିବେ

ପ୍ରତିକାର – ହନୁମାନଙ୍କର ପୂଜା ସହିତ ଚାଳିଶା ପାଠ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :