• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 5th Oct 2022: ଏହି ରାଶିର ବ୍ୟକ୍ତିଙ୍କର ଆଜି ଦୂର ଯାତ୍ରାର ଯୋଗ ରହିଛି

ସୈାର କନ୍ୟା ମାସ ଆଶ୍ୱିନ ଶୁକ୍ଳପକ୍ଷ । ଇଂରାଜୀରେ ୦୫ ତାରିଖ ବୁଧବାର ଚନ୍ଦ୍ର – ମକର ଅହୋରାତ୍ର ଘାତ ଚନ୍ଦ୍ର- ସିଂହ ରାଶିର ଘାତ ବାର – କର୍କଟ ରାଶିର ପୁଷ୍କର ଦୋଷ - ନାସ୍ତି

Cancer

କର୍କଟ

Wednesday 05 Oct 2022

ପୁନର୍ବସୁ - କର୍ମକ୍ଷେତ୍ରରେ ମହିଳା କର୍ମଚାରୀଙ୍କ ଦ୍ୱାରା ପ୍ରଂଶସିତ ହେବେ

ପୁଷ୍ୟା – ଆର୍ଥିକ ସମସ୍ୟା କିଛି ମାତ୍ରାରେ ଲାଘବ ହେବ

ଅଶ୍ଳେଷା - ବୁଦ୍ଧି ପ୍ରୟୋଗ ଦ୍ୱାରା ସଫଳ ହାସଲ କରିବେ

ପ୍ରତିକାର – ଭୂବନେଶ୍ୱରୀ ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :