• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 5th Oct 2022: ଏହି ରାଶିର ବ୍ୟକ୍ତିଙ୍କର ଆଜି ଦୂର ଯାତ୍ରାର ଯୋଗ ରହିଛି

ସୈାର କନ୍ୟା ମାସ ଆଶ୍ୱିନ ଶୁକ୍ଳପକ୍ଷ । ଇଂରାଜୀରେ ୦୫ ତାରିଖ ବୁଧବାର ଚନ୍ଦ୍ର – ମକର ଅହୋରାତ୍ର ଘାତ ଚନ୍ଦ୍ର- ସିଂହ ରାଶିର ଘାତ ବାର – କର୍କଟ ରାଶିର ପୁଷ୍କର ଦୋଷ - ନାସ୍ତି

Libra

ତୁଳା

Wednesday 05 Oct 2022

 ଚିତ୍ରା – ବ୍ୟବସାୟ ଧୀର ମନ୍ଥର ଗତିରେ ଆଗେଇବ

ସ୍ୱାତୀ – ପଢାପଢିରେ ଉଚ୍ଚ ଆଶା ସଫଳ ହେବ

ବିଶାଖା – ପୂର୍ବରୁ କରିଥିବା ଋଣ ପରିଶୋଧ କରିପାରିବେ

ପ୍ରତିକାର – ମହାଦେବଙ୍କର ଦର୍ଶନ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :