• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 5th Oct 2022: ଏହି ରାଶିର ବ୍ୟକ୍ତିଙ୍କର ଆଜି ଦୂର ଯାତ୍ରାର ଯୋଗ ରହିଛି

ସୈାର କନ୍ୟା ମାସ ଆଶ୍ୱିନ ଶୁକ୍ଳପକ୍ଷ । ଇଂରାଜୀରେ ୦୫ ତାରିଖ ବୁଧବାର ଚନ୍ଦ୍ର – ମକର ଅହୋରାତ୍ର ଘାତ ଚନ୍ଦ୍ର- ସିଂହ ରାଶିର ଘାତ ବାର – କର୍କଟ ରାଶିର ପୁଷ୍କର ଦୋଷ - ନାସ୍ତି

Scorpio

ବିଛା

Wednesday 05 Oct 2022

ବିଶାଖା – ଧର୍ଯ୍ୟ ଧରି ସବୁ କାର୍ଯରେ ବିଜୟ ଲାଭ କରିବେ

ଅନୁରାଧା – ଛାତ୍ରଛାତ୍ରି ମାନେ ପ୍ରତିଯୋଗିତା ସଫଳତା ଲାଭ କରିବେ

ଜ୍ୟେଷ୍ଠା – ଅବିବାହିତ ମାନଙ୍କ ପାଇଁ ବିବାହ ପ୍ରସ୍ତାବ ସ୍ତିରିକୃତ ହେବ

ପ୍ରତିକାର – ମାଆ ଚର୍ଚ୍ଚିକାଙ୍କ ପୂଜା ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :