• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 5th Oct 2022: ଏହି ରାଶିର ବ୍ୟକ୍ତିଙ୍କର ଆଜି ଦୂର ଯାତ୍ରାର ଯୋଗ ରହିଛି

ସୈାର କନ୍ୟା ମାସ ଆଶ୍ୱିନ ଶୁକ୍ଳପକ୍ଷ । ଇଂରାଜୀରେ ୦୫ ତାରିଖ ବୁଧବାର ଚନ୍ଦ୍ର – ମକର ଅହୋରାତ୍ର ଘାତ ଚନ୍ଦ୍ର- ସିଂହ ରାଶିର ଘାତ ବାର – କର୍କଟ ରାଶିର ପୁଷ୍କର ଦୋଷ - ନାସ୍ତି

Capricorn

ମକର

Wednesday 05 Oct 2022

ଉ , ଷାଢା - ଆକସ୍ମିକ ନୂତନ ବ୍ୟବସାୟ ଆରମ୍ଭ କରିବେ

ଶ୍ରବଣା – ମହିଳା ମାନେ ପରିବାରରେ ଉତ୍କଷ୍ଟ ମନୋଭାବ ଜାଗ୍ରତ କରିବେ

ଧନିଷ୍ଠା – ଶତୃ ମାନେ ପରାଜିତ ହେବେ

ପ୍ରତିକାର – ଶାରଳାଙ୍କ ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :