• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 5th October 2024: ଆଜି ଏହି ରାଶିର ବ୍ୟକ୍ତିଙ୍କୁ ଚାକିରି କ୍ଷେତ୍ରରେ ସନ୍ତୋଷ ଜନକ ଫଳ ମିଳିପାରେ

ସୌର କନ୍ୟା ମାସ ଆଶ୍ୱିନ ଶୁକ୍ଳପକ୍ଷ । ଇଂରାଜୀରେ ୦୫ ତାରିଖ ଶନିବାର। ଚନ୍ଦ୍ର- ତୁଳା ଅହୋରାତ୍ର ,ତିଥି- ୩ୟା ଅହୋରାତ୍ର,ଘାତଚନ୍ଦ୍ର- ନାସ୍ତି ,ଘାତବାର- ବୃଷ , ସିଂହ ଓ କନ୍ୟା ରାଶିର,ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ରାତ୍ରି ୦୯.୩୨ ଗତେ ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ ।

Taurus

ବୃଷ

Saturday 05 Oct 2024

କୃତିକା- କର୍ମ କ୍ଷେତ୍ରରେ ବିଶେଷ ଅସୁବିଧା ରହିବ ନାହିଁ । ପାରିବାରିକ ବିଶୃଙ୍ଖଳା ଦେଖାଦେବ । ବାଧ୍ୟତାବଶତଃ ଆନୁଷ୍ଟାନିକ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେବାକୁ ପଡିପାରେ

ରୋହିଣୀ- କର୍ମକ୍ଷେତ୍ରରେ ଈର୍ଷାପରାୟଣ ବ୍ୟକ୍ତିଙ୍କ ଦ୍ୱାରା ପୂରସ୍କୃତ ହେବେ । ରାଜନୀତିରେ ନିଜର ଭାବମୂର୍ତି ରକ୍ଷା କରିବା ପାଇଁ ଚେଷ୍ଟା କରିବେ । ଓକିଲ ପୁରୁଣା ମକଦ୍ଦମାରେ ଜୟଲାଭ କରିବେ

ମୃଗଶିରା- ଛାତ୍ରଛାତ୍ରୀ ମାନଙ୍କର ଧାର୍ମିକ ସାହିତ୍ୟ ପଢିବା ପାଇଁ ରୁଚି ବୃଦ୍ଧି ହେବ । ମହିଳା ମାନଙ୍କର ପାରିବାରିକ ଜୀବନ ଆନନ୍ଦରେ କଟିବ । ଆୟନ୍ ଅଦାଲତ ଥିବା ଦୁଶ୍ଚିନ୍ତା ଦୂର ହୋଇପାରେ

ପ୍ରତିକାର – ମା କମଳାଙ୍କର ମୂଳମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :