• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 5th October 2024: ଆଜି ଏହି ରାଶିର ବ୍ୟକ୍ତିଙ୍କୁ ଚାକିରି କ୍ଷେତ୍ରରେ ସନ୍ତୋଷ ଜନକ ଫଳ ମିଳିପାରେ

ସୌର କନ୍ୟା ମାସ ଆଶ୍ୱିନ ଶୁକ୍ଳପକ୍ଷ । ଇଂରାଜୀରେ ୦୫ ତାରିଖ ଶନିବାର। ଚନ୍ଦ୍ର- ତୁଳା ଅହୋରାତ୍ର ,ତିଥି- ୩ୟା ଅହୋରାତ୍ର,ଘାତଚନ୍ଦ୍ର- ନାସ୍ତି ,ଘାତବାର- ବୃଷ , ସିଂହ ଓ କନ୍ୟା ରାଶିର,ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ରାତ୍ରି ୦୯.୩୨ ଗତେ ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ ।

Gemini

ମିଥୁନ

Saturday 05 Oct 2024

ମୃଗଶିରା - ରୋଗି ମାନଙ୍କ ଅସୁସ୍ଥତା କମି ଯାଇପାରେ । ଭାଗ୍ୟ ଆପଣଙ୍କୁ ବହୁତ ସମର୍ଥନ କରିବ ଓ କାର‌୍ୟ୍ୟ ଅବସ୍ଥା ଅନୁକୂଳ ହେବ । ପାରିବାରିକ ପରିବେଶ ଅତ୍ୟନ୍ତ ଆନନ୍ଦଦାୟକ ହେବ ।

ଆଦ୍ରା – ଚାକିରି କ୍ଷେତ୍ରରେ ସନ୍ତୋଷ ଜନକ ଫଳ ମିଳିପାରେ । ସାମାଜିକ କ୍ଷେତ୍ରରେ ଆପଣଙ୍କର କାର‌୍ୟ୍ୟକଳାପ ବୃଦ୍ଧି ପାଇବ । ଉଚ୍ଚଶିକ୍ଷା ପ୍ରତିଷ୍ଠା ପଥରେ ଆସୁଥିବା ପ୍ରତିବନ୍ଧକ ଗୁଡିକ ହଟିଯିବ ।

ପୁନର୍ବସୁ - ଦୂର ଜାଗାକୁ ସ୍ଥାନାନ୍ତର ହେଲେ ମଧ୍ୟ ସମ୍ମାନ ଓ ପଦବୀରେ ଉନ୍ନତି ଆସିପାରେ । ପୁରୁଣା ଋଣ ପରିଶୋଧ କରିବେ । ଗୃହିଣୀ ମାନଙ୍କ ପାଇଁ ଦିନଟି ଶୁଭପ୍ରଦ ରହିବ ।

ପ୍ରତିକାର – ସବୁଜ ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :