• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 5th October 2024: ଆଜି ଏହି ରାଶିର ବ୍ୟକ୍ତିଙ୍କୁ ଚାକିରି କ୍ଷେତ୍ରରେ ସନ୍ତୋଷ ଜନକ ଫଳ ମିଳିପାରେ

ସୌର କନ୍ୟା ମାସ ଆଶ୍ୱିନ ଶୁକ୍ଳପକ୍ଷ । ଇଂରାଜୀରେ ୦୫ ତାରିଖ ଶନିବାର। ଚନ୍ଦ୍ର- ତୁଳା ଅହୋରାତ୍ର ,ତିଥି- ୩ୟା ଅହୋରାତ୍ର,ଘାତଚନ୍ଦ୍ର- ନାସ୍ତି ,ଘାତବାର- ବୃଷ , ସିଂହ ଓ କନ୍ୟା ରାଶିର,ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ରାତ୍ରି ୦୯.୩୨ ଗତେ ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ ।

Cancer

କର୍କଟ

Saturday 05 Oct 2024

ପୁନର୍ବସୁ- ବାନ୍ଧବୀଙ୍କ ଠାରୁ ଶୁଭ ଖବର ଶୁଣିବାକୁ ପାଇବେ । ଉଦର ରୋଗରେ ଆକ୍ରାନ୍ତ ହେବେ । ସବୁ ସମାଧାନକୁ ଦୃଢ ଭାବରେ ମୁକାବିଲା କରିବେ।

ପୁଷ୍ୟା- ରାଜନିତିରେ ଲୋକଙ୍କ ପ୍ରିୟ ରହିବେ । କାର‌୍ୟ୍ୟ କ୍ଷେତ୍ରରେ ଖୁବ ଶିଘ୍ର ସଫଳତା ପାଇବେ । ଆୟରେ ଉନ୍ନତି ଘଟିବ । ଅଫିସ୍ କାମରେ ସଂପୂର୍ଣ୍ଣ ବ୍ୟସ୍ତ ରହିବେ ।

ଅଶ୍ଲେଷା- ଜମିଜମା କିମ୍ବା କଚେରି ମାମଲା କ୍ଷେତ୍ରରେ ଆଶାଜନକ ଫଳ ପାଇବେ । ନୂତନ ଚୁକ୍ତିପତ୍ର ବନ୍ଧୁଙ୍କ ଜରିଆରେ ସ୍ବାକ୍ଷରିତ ହୋଇପାରେ। ପ୍ରତ୍ୟେକ କ୍ଷେତ୍ରରେ ଭାବିଚିନ୍ତି କାମ କରିବା ଭଲ ହେବ

ପ୍ରତିକାର – ଭୂବନେଶ୍ୱରୀ ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :