• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 5th October 2024: ଆଜି ଏହି ରାଶିର ବ୍ୟକ୍ତିଙ୍କୁ ଚାକିରି କ୍ଷେତ୍ରରେ ସନ୍ତୋଷ ଜନକ ଫଳ ମିଳିପାରେ

ସୌର କନ୍ୟା ମାସ ଆଶ୍ୱିନ ଶୁକ୍ଳପକ୍ଷ । ଇଂରାଜୀରେ ୦୫ ତାରିଖ ଶନିବାର। ଚନ୍ଦ୍ର- ତୁଳା ଅହୋରାତ୍ର ,ତିଥି- ୩ୟା ଅହୋରାତ୍ର,ଘାତଚନ୍ଦ୍ର- ନାସ୍ତି ,ଘାତବାର- ବୃଷ , ସିଂହ ଓ କନ୍ୟା ରାଶିର,ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ରାତ୍ରି ୦୯.୩୨ ଗତେ ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ ।

Sagittarius

ଧନୁ

Saturday 05 Oct 2024

ମୂଳା – ମାନସିକ ସ୍ଥିରତା ଦେଖାଦେବ । ପ୍ରେମ ପ୍ରସଙ୍ଗରେ ସଫଳତା ପାଇବେ । କାର‌୍ୟ୍ୟ କ୍ଷେତ୍ରରେ ପଦୋନ୍ନତିର ସଙ୍କେତ ପାଇବା ସହ ସୁଖଶାନ୍ତି ବୃଦ୍ଧି ପାଇବ । ବ୍ୟବସାୟ ଓ ପେସାଦାର ମାନଙ୍କୁ କିଛି ସମସ୍ୟାର ସମ୍ମୁଖୀନ ହୋଇପାରନ୍ତି ।

ପୂ , ଷାଢା – ଚାକିରି କ୍ଷେତ୍ରରେ ଭଲ କାମ କରି ପ୍ରଶଂସାର ପାତ୍ର ହେବେ । ରାଜନୀତି କ୍ଷେତ୍ରରେ ପ୍ରଚୁର ଖଟଣି ଖଟି ଖଟି ନିଜର ଭାବ ମୂର୍ତିକୁ ବଜାୟ ରଖିବେ । ବିଦ୍ୟା କ୍ଷେତ୍ରରେ ଉନ୍ନତି ହେବା ସହ ମନ ଖୁସି ରହିବ ।

ଉ , ଷାଢା – ଶତୃ ମାନଙ୍କ ଚକ୍ରାନ୍ତ ଓ କାର୍ଯ୍ୟ କଳାପ ଆପଣଙ୍କୁ ଦୁଃଖି କରିପାରେ । ବାଦବିବାଦ ସୃଷ୍ଟି ହୋଇ ପରେ ସମାଧାନ ହୋଇଯିବ । ମହିଳା ମାନଙ୍କୁ ନୂଆ ଚାକିରିର ସୁଯୋଗ ମିଳିବ ।

ପ୍ରତିକାର – ହଳଦୀ ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :