• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 5th September 2022:ଏହି ରାଶିର ବ୍ୟକ୍ତିଙ୍କୁ ଆଜି ଭୂମି ଲାଭର ସୂଚନା ମିଳିବ

ସୈାର ସିଂହ ମାସ ଭାଦ୍ରବ ଶୁକ୍ଲପକ୍ଷ । ଇଂରାଜୀରେ ୦୫ ତାରିଖ ସୋମବାର ତିଥି – ୯ମୀ ଦିବା ୦୮/୨୮ ଗତେ ୧୦ମୀ ଚନ୍ଦ୍ର – ଧନୁ ଅହୋରାତ୍ର ଘାତ ଚନ୍ଦ୍ର- ତୁଳା, କୁମ୍ଭ ରାଶିର ଅହୋରାତ୍ର ଘାତ ବାର – ମିଥୁନ ରାଶିର ପୁଷ୍କର ଦୋଷ - ନାସ୍ତି

Taurus

ବୃଷ

Monday 05 Sep 2022

କୃତିକା - ସାଂସାରିକ ଜୀବନରେ ଚିନ୍ତାରେ ରହିବେ

ରୋହିଣୀ – ଉଦ୍ୟମରେ ଅହେତୁକ ବାଧାବିଘ୍ନ ଦେଇ ଗତି କରିପାରନ୍ତି

ମୃଗଶିରା – ସପଂର୍କ ଓ ସନ୍ତାନ ମଧ୍ୟରେ ବ୍ୟତିକ୍ରମ ଘଟିବାର ଆଶଙ୍କା ରହିଛି

ପ୍ରତିକାର – ହନୁମାନ ଚାଳିଶା ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :