• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 5th September 2022:ଏହି ରାଶିର ବ୍ୟକ୍ତିଙ୍କୁ ଆଜି ଭୂମି ଲାଭର ସୂଚନା ମିଳିବ

ସୈାର ସିଂହ ମାସ ଭାଦ୍ରବ ଶୁକ୍ଲପକ୍ଷ । ଇଂରାଜୀରେ ୦୫ ତାରିଖ ସୋମବାର ତିଥି – ୯ମୀ ଦିବା ୦୮/୨୮ ଗତେ ୧୦ମୀ ଚନ୍ଦ୍ର – ଧନୁ ଅହୋରାତ୍ର ଘାତ ଚନ୍ଦ୍ର- ତୁଳା, କୁମ୍ଭ ରାଶିର ଅହୋରାତ୍ର ଘାତ ବାର – ମିଥୁନ ରାଶିର ପୁଷ୍କର ଦୋଷ - ନାସ୍ତି

Aquarius

କୁମ୍ଭ

Monday 05 Sep 2022

ଧନିଷ୍ଠା – ବଡ କଂପାନିରେ ଚାକିରି ପାଇଁ ସୁଯୋଗ ଆସିପାରେ

ଶତଭିଷା –ଆପଣଙ୍କ ମନରେ ନୂଆ ନୂଆ ବିଚାର ଆସିବ

ପୂ , ଭାଦ୍ରପଦ – କୈାଣସି କାର୍ଯ୍ୟରେ ସାହାସିକ ପଦକ୍ଷପ ନେବେ

ପ୍ରତିକାର – ମା ଦକ୍ଷିଣ କାଳୀଙ୍କର ପୂଜା କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :