• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 5th September 2022:ଏହି ରାଶିର ବ୍ୟକ୍ତିଙ୍କୁ ଆଜି ଭୂମି ଲାଭର ସୂଚନା ମିଳିବ

ସୈାର ସିଂହ ମାସ ଭାଦ୍ରବ ଶୁକ୍ଲପକ୍ଷ । ଇଂରାଜୀରେ ୦୫ ତାରିଖ ସୋମବାର ତିଥି – ୯ମୀ ଦିବା ୦୮/୨୮ ଗତେ ୧୦ମୀ ଚନ୍ଦ୍ର – ଧନୁ ଅହୋରାତ୍ର ଘାତ ଚନ୍ଦ୍ର- ତୁଳା, କୁମ୍ଭ ରାଶିର ଅହୋରାତ୍ର ଘାତ ବାର – ମିଥୁନ ରାଶିର ପୁଷ୍କର ଦୋଷ - ନାସ୍ତି

Gemini

ମିଥୁନ

Monday 05 Sep 2022

ମୃଗଶିରା -–ପ୍ରତ୍ୟେକ କ୍ଷେତ୍ରରେ ଉପସ୍ଥିତ ବୁଦ୍ଧି ଓ କୂଟନୀତି ପ୍ରୟୋଗ କରି କାମ ହାସଲ କରିବେ

ଆଦ୍ରା - ପୂର୍ବରୁ ସ୍ଥିର କରିଥିବା ସ୍ଥାନକୁ ଯାତ୍ରା କରିପାରନ୍ତି

ପୁନର୍ବସୁ–ପୁରୁଣା କଥା ଭୁଲି ସଂପର୍କ ରକ୍ଷା କରିବେ

ପ୍ରତିକାର – ତ୍ରିପୁରା ସୁନ୍ଦରୀଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :