ସୈାର ସିଂହ ମାସ ଭାଦ୍ରବ ଶୁକ୍ଲପକ୍ଷ । ଇଂରାଜୀରେ ୦୫ ତାରିଖ ସୋମବାର ତିଥି – ୯ମୀ ଦିବା ୦୮/୨୮ ଗତେ ୧୦ମୀ ଚନ୍ଦ୍ର – ଧନୁ ଅହୋରାତ୍ର ଘାତ ଚନ୍ଦ୍ର- ତୁଳା, କୁମ୍ଭ ରାଶିର ଅହୋରାତ୍ର ଘାତ ବାର – ମିଥୁନ ରାଶିର ପୁଷ୍କର ଦୋଷ - ନାସ୍ତି
ପୁନର୍ବସୁ - କୈାଣସି ପଦ ବ୍ୟକ୍ତିଙ୍କ ସାନିଦ୍ଧ୍ୟ ପାଇ ପାରନ୍ତି
ପୁଷ୍ୟା – ଆଶା କରିଥିବା ଦିଗରୁ ସାହାର୍ଯ୍ୟ ପାଇବେ
ଅଶ୍ଳେଷା - ସ୍ୱାସ୍ଥ୍ୟ ସ୍ଥିତିରେ ସଂପୂର୍ଣ୍ଣ ଉନ୍ନତି ଦେଖାଦେବ
ପ୍ରତିକାର – ଶନି ଦେବଙ୍କର ପୂଜା କରନ୍ତୁ
ଶୁଭ ରଙ୍ଗ :ଧଳା
ଶୁଭ ସଂଖ୍ୟା :୨