ସୈାର ସିଂହ ମାସ ଭାଦ୍ରବ ଶୁକ୍ଲପକ୍ଷ । ଇଂରାଜୀରେ ୦୫ ତାରିଖ ସୋମବାର ତିଥି – ୯ମୀ ଦିବା ୦୮/୨୮ ଗତେ ୧୦ମୀ ଚନ୍ଦ୍ର – ଧନୁ ଅହୋରାତ୍ର ଘାତ ଚନ୍ଦ୍ର- ତୁଳା, କୁମ୍ଭ ରାଶିର ଅହୋରାତ୍ର ଘାତ ବାର – ମିଥୁନ ରାଶିର ପୁଷ୍କର ଦୋଷ - ନାସ୍ତି
ମଘା – କୃତିତ୍ୱ ହେତୁ ସମ୍ମାନିତ ହୋଇପାରନ୍ତି
ପୂ , ଫାଲଗୁନୀ - ବିଦ୍ୟାର୍ଥୀ ମାନେ ଏକାଗ୍ରତା ରକ୍ଷା କରିବେ
ଉ ,ଫାଲଗୁନୀ – ମାନସିକ ସ୍ତରରେ ଉନ୍ନତି ଆସିବ
ପ୍ରତିକାର – ଓଁ ହ୍ରୀଂ ହ୍ରୀଂ ରାଂ ରାମାୟ ନମଃ ଜପ କରନ୍ତୁ
ଶୁଭ ରଙ୍ଗ :ନାରଙ୍ଗୀ
ଶୁଭ ସଂଖ୍ୟା :୧