• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 5th September 2022:ଏହି ରାଶିର ବ୍ୟକ୍ତିଙ୍କୁ ଆଜି ଭୂମି ଲାଭର ସୂଚନା ମିଳିବ

ସୈାର ସିଂହ ମାସ ଭାଦ୍ରବ ଶୁକ୍ଲପକ୍ଷ । ଇଂରାଜୀରେ ୦୫ ତାରିଖ ସୋମବାର ତିଥି – ୯ମୀ ଦିବା ୦୮/୨୮ ଗତେ ୧୦ମୀ ଚନ୍ଦ୍ର – ଧନୁ ଅହୋରାତ୍ର ଘାତ ଚନ୍ଦ୍ର- ତୁଳା, କୁମ୍ଭ ରାଶିର ଅହୋରାତ୍ର ଘାତ ବାର – ମିଥୁନ ରାଶିର ପୁଷ୍କର ଦୋଷ - ନାସ୍ତି

Virgo

କନ୍ୟା

Monday 05 Sep 2022

ଉ , ଫାଲଗୁନୀ – ବନ୍ଧୁ ମାନଙ୍କର ଅପପ୍ରଚାରରୁ ମାନସିକ ଅଶାନ୍ତି ଦେଖାଦେଇ ପାରେ

ହସ୍ତା –ପ୍ରତିବାଦର ସାମନା କରିବାକୁ ପଡିପାରେ

ଚିତ୍ରା – ବ୍ୟସ୍ତତା ଭିତରେ ସମୟ କାଟିବେ

ପ୍ରତିକାର - ତୁଳସୀ ଚଉରା ମୂଳେ ଜଳ ଅର୍ପଣ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :