• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 5th September 2022:ଏହି ରାଶିର ବ୍ୟକ୍ତିଙ୍କୁ ଆଜି ଭୂମି ଲାଭର ସୂଚନା ମିଳିବ

ସୈାର ସିଂହ ମାସ ଭାଦ୍ରବ ଶୁକ୍ଲପକ୍ଷ । ଇଂରାଜୀରେ ୦୫ ତାରିଖ ସୋମବାର ତିଥି – ୯ମୀ ଦିବା ୦୮/୨୮ ଗତେ ୧୦ମୀ ଚନ୍ଦ୍ର – ଧନୁ ଅହୋରାତ୍ର ଘାତ ଚନ୍ଦ୍ର- ତୁଳା, କୁମ୍ଭ ରାଶିର ଅହୋରାତ୍ର ଘାତ ବାର – ମିଥୁନ ରାଶିର ପୁଷ୍କର ଦୋଷ - ନାସ୍ତି

Scorpio

ବିଛା

Monday 05 Sep 2022

ବିଶାଖା – ପ୍ରତ୍ୟେକ କ୍ଷେତ୍ରରେ ପ୍ରାଚୁର୍ଯ୍ୟ ବୋଧ କରିବ

ଅନୁରାଧା – କଳା ବିଦ୍ୟା ପ୍ରତି ଆଗ୍ରହ ସୃଷ୍ଟି ହୋଇପାରେ

ଜ୍ୟେଷ୍ଠା – ଗୋପନୀୟ କାର୍ଯ୍ୟ ନିର୍ବାହ କରି ଉଦ୍ୱିଘ୍ନ ହେବେ

ପ୍ରତିକାର – ମଙ୍ଗଳାଙ୍କର କବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :