• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 5th September 2022:ଏହି ରାଶିର ବ୍ୟକ୍ତିଙ୍କୁ ଆଜି ଭୂମି ଲାଭର ସୂଚନା ମିଳିବ

ସୈାର ସିଂହ ମାସ ଭାଦ୍ରବ ଶୁକ୍ଲପକ୍ଷ । ଇଂରାଜୀରେ ୦୫ ତାରିଖ ସୋମବାର ତିଥି – ୯ମୀ ଦିବା ୦୮/୨୮ ଗତେ ୧୦ମୀ ଚନ୍ଦ୍ର – ଧନୁ ଅହୋରାତ୍ର ଘାତ ଚନ୍ଦ୍ର- ତୁଳା, କୁମ୍ଭ ରାଶିର ଅହୋରାତ୍ର ଘାତ ବାର – ମିଥୁନ ରାଶିର ପୁଷ୍କର ଦୋଷ - ନାସ୍ତି

Sagittarius

ଧନୁ

Monday 05 Sep 2022

ମୂଳା – ବହୁ ଭ୍ରମଣ କରିବା ସୁଯୋଗ ପାଇବେ

ପୂ , ଷାଢା – ଛାତ୍ର, ଛାତ୍ରୀ ମାନେ ପଢା ପଢିରେ ମନ ନିବେଶ କରିବେ

ଉ , ଷାଢା –ନୂତନ ବନ୍ଧୁ ସଂପର୍କ ଯୋଡିବା ପାଇ ଚେଷ୍ଟା କରିବେ

ପ୍ରତିକାର – ତ୍ରିପୁରା ସୁନ୍ଦରୀଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ 

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :