• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 5th September 2023: ଏହି ରାଶିର ବ୍ୟକ୍ତି ସାବଧାନତା ଅବଲମ୍ବନ କରନ୍ତୁ, ନଚେତ ଅସୁବିଧାରେ ପଡ଼ିପାରନ୍ତି

ସୌର ସିଂହ ମାସ ଭାଦ୍ରବ କୃଷ୍ଣପକ୍ଷ । ଇଂରାଜୀରେ ୫ ତାରିଖ ମଙ୍ଗଳବାର । ଚନ୍ଦ୍ର- ମେଷ ଦିବା ୦୩.୦୧ ଗତେ ବୃଷ । ତିଥି- ୬ଷ୍ଠୀ ଦିବା ୦୩.୪୬ ଗତେ ୭ମୀ । ଘାତ ଚନ୍ଦ୍ର- ମେଷ , ଦିବା ୦୩.୦୧ ଗତେ ବିଛା । ଘାତ ବାର- ମକର ।

Taurus

ବୃଷ

Tuesday 05 Sep 2023

କୃତିକା- ମାନସିକ ଅବସ୍ଥାରେ ପରିବର୍ତ୍ତନ ହୋଇପାରେ । ଜୀବନସାଥୀଙ୍କର ସ୍ୱାସ୍ଥ୍ୟକୁ ନେଇ କିଛି ସମୟ ପାଇଁ ଚିନ୍ତିତ ହୋଇପାରନ୍ତି । କରିଥିବା କର୍ମ ପାଇଁ ଆପଣଙ୍କୁ କିଛି ଅସୁବିଧା ଭୋଗ କରିବାକୁ ପଡିପାରେ ।

ରୋହିଣୀ- ଉଚ୍ଚ ଶିକ୍ଷା ଲାଭ କରିବା ପାଇଁ ସୁଯୋଗ ଆସିପାରେ । ଅସ୍ଥାବର ସମ୍ପତ୍ତି କିଣିବାର ସୁଯୋଗ ମିଳିପାରେ । ବିଦ୍ୟାର୍ଥୀମାନେ ଦକ୍ଷତା ଅନୁସାରେ ଭଲ ଫଳାଫଳ ପାଇବେ ।

ମୃଗଶିରା- କୋର୍ଟର ସହୟତା ପାଇବେ । ରାଜନୀତିରେ ଲୋକ ପ୍ରିୟତା ବଢାଇବା ପାଇଁ ଚେଷ୍ଟା କରିବେ । ସଭା ସମିତିରେ କୌଣସି କଥାରେ ଆପଣଙ୍କ ସପକ୍ଷେର ଯିବନାହିଁ ।

ପ୍ରତିକାର- ମା’ କମଳାଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :