• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 5th September 2023: ଏହି ରାଶିର ବ୍ୟକ୍ତି ସାବଧାନତା ଅବଲମ୍ବନ କରନ୍ତୁ, ନଚେତ ଅସୁବିଧାରେ ପଡ଼ିପାରନ୍ତି

ସୌର ସିଂହ ମାସ ଭାଦ୍ରବ କୃଷ୍ଣପକ୍ଷ । ଇଂରାଜୀରେ ୫ ତାରିଖ ମଙ୍ଗଳବାର । ଚନ୍ଦ୍ର- ମେଷ ଦିବା ୦୩.୦୧ ଗତେ ବୃଷ । ତିଥି- ୬ଷ୍ଠୀ ଦିବା ୦୩.୪୬ ଗତେ ୭ମୀ । ଘାତ ଚନ୍ଦ୍ର- ମେଷ , ଦିବା ୦୩.୦୧ ଗତେ ବିଛା । ଘାତ ବାର- ମକର ।

Aquarius

କୁମ୍ଭ

Tuesday 05 Sep 2023

ଧନିଷ୍ଠା – କର୍ମକ୍ଷେତ୍ରରେ ଅନ୍ୟମାନଙ୍କ ମତକୁ ସମ୍ମାନ ଦେଇ ପ୍ରଶଂସିତ ହେବେ । କିଛିଟା ଲୋଭନୀୟ ପ୍ରତିଶ୍ରୁତି ପ୍ରଦାନ କରି ବନ୍ଧୁଙ୍କ ସହ ନୂଆ ସମ୍ପର୍କରୁ ଖୁସି ରହିବେ । ନୂଆ କାର୍ଯ୍ୟ ପାଇଁ ପ୍ଲାଲିଂ କରିପାରନ୍ତି , ଯାହା ଆପଣଙ୍କୁ ସଫଳତା ଆଣିଦେବ ।

ଶତଭିଷା– ମାନସିକ ଅସ୍ଥିରତା କାରଣରୁ କାମ ଉତ୍ସାହପ୍ରଦ ହେବ ନାହିଁ । ବ୍ୟବସାୟରେ ବ୍ୟୟର ଭାର ବଢି ଚାଲିବ । ଲୋକ ମାନଙ୍କ ସହଯୋଗ ଆପଣଙ୍କ ମନବଳକୁ ସୁଦୃଢ କରିବ ।

ପୂ , ଭାଦ୍ରପଦ – ରାଜନୈତିକ କ୍ଷେତ୍ରରେ ସମସ୍ୟା ସମାଧାନ କରିପାରିବେ । ଅଦାଲତରେ ସଫଳତା ହାସଲ କରି ଆନନ୍ଦ ଅନୁଭବ କରିବେ । ଖର୍ଚ୍ଚ ଉପରେ ଟିକେ ଧ୍ୟାନ ଦିଅନ୍ତୁ । ସାମ୍ବାଦିକ କ୍ଷେତ୍ରରେ କାର୍ଯ୍ୟରତ ବ୍ୟକ୍ତି ମାନଙ୍କ ପାଇଁ ଭଲ ସମୟ ଆସିପାରେ ।

ପ୍ରତିକାର – ହନୁମାନଙ୍କର ପୂଜା କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :