• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 5th September 2023: ଏହି ରାଶିର ବ୍ୟକ୍ତି ସାବଧାନତା ଅବଲମ୍ବନ କରନ୍ତୁ, ନଚେତ ଅସୁବିଧାରେ ପଡ଼ିପାରନ୍ତି

ସୌର ସିଂହ ମାସ ଭାଦ୍ରବ କୃଷ୍ଣପକ୍ଷ । ଇଂରାଜୀରେ ୫ ତାରିଖ ମଙ୍ଗଳବାର । ଚନ୍ଦ୍ର- ମେଷ ଦିବା ୦୩.୦୧ ଗତେ ବୃଷ । ତିଥି- ୬ଷ୍ଠୀ ଦିବା ୦୩.୪୬ ଗତେ ୭ମୀ । ଘାତ ଚନ୍ଦ୍ର- ମେଷ , ଦିବା ୦୩.୦୧ ଗତେ ବିଛା । ଘାତ ବାର- ମକର ।

Pisces

ମୀନ

Tuesday 05 Sep 2023

ପୂ, ଭାଦ୍ରପଦ- ଆଗରୁ ଭୋଗୁଥିବା ସ୍ୱାସ୍ଥ୍ୟଗତ ସମସ୍ୟାରୁ ମୁକ୍ତି ପାଇବେ । ଆର୍ଥିକ ସମସ୍ୟାର ସମାଧାନ କରିବାକୁ ଚେଷ୍ଟା କରିବେ । ଦମ୍ପତି ମାନଙ୍କର ସନ୍ତାନ ଲାଭର ଯୋଗ ରହିଛି । ପ୍ରେମ ବୃଦ୍ଧି ପାଇବ ଏବଂ ପରସ୍ପର ପ୍ରତି ସମନ୍ୱୟର ଭାବନା ମଧ୍ୟ ରହିବ ।

ଉ, ଭାଦ୍ରପଦ- ଜମିବାଡି ସମ୍ବନ୍ଧିୟ ସମସ୍ୟାରୁ ମୁକ୍ତି ପାଇବେ । ବିବାହିତ ଜୀବନରେ କୌଣସି ପ୍ରକାରର ସମସ୍ୟା ହେବାର ସମ୍ଭାବନା କମ୍ ରହିବ । କିଛି ଆର୍ଥିକ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି ।

ରେବତୀ- ଭୈାତିକ ଓ ଆଧାତ୍ମିକ ମାମଲାରେ ବ୍ୟସ୍ତ ରହି ପାରନ୍ତି । ଯେତେ ସମସ୍ୟା ଲାଗିଲେ ମଧ୍ୟ କାମରେ ଅବହେଳା କରିବେ ନାହିଁ । ଆମୋଦ, ପ୍ରମୋଦ, କ୍ରୀଡା, ମନୋରଞ୍ଜନ, ନୃତ୍ୟଗୀତ, କଳାସଙ୍ଗୀତ, ଭୋଜିଭାତରେ ଉତ୍ସାହିତ ହେବେ ।

ପ୍ରତିକାର – ସକାଳୁ ଉଠି ଗୁରୁଜନ ମାନଙ୍କୁ ପ୍ରଣାମ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :