• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 5th September 2023: ଏହି ରାଶିର ବ୍ୟକ୍ତି ସାବଧାନତା ଅବଲମ୍ବନ କରନ୍ତୁ, ନଚେତ ଅସୁବିଧାରେ ପଡ଼ିପାରନ୍ତି

ସୌର ସିଂହ ମାସ ଭାଦ୍ରବ କୃଷ୍ଣପକ୍ଷ । ଇଂରାଜୀରେ ୫ ତାରିଖ ମଙ୍ଗଳବାର । ଚନ୍ଦ୍ର- ମେଷ ଦିବା ୦୩.୦୧ ଗତେ ବୃଷ । ତିଥି- ୬ଷ୍ଠୀ ଦିବା ୦୩.୪୬ ଗତେ ୭ମୀ । ଘାତ ଚନ୍ଦ୍ର- ମେଷ , ଦିବା ୦୩.୦୧ ଗତେ ବିଛା । ଘାତ ବାର- ମକର ।

Gemini

ମିଥୁନ

Tuesday 05 Sep 2023

ମୃଗଶିରା- ପ୍ରେମିକ ପ୍ରେମିକାମାନେ ପରସ୍ପର ଠାରୁ ଦୂରତ୍ୱ ଅବଲମ୍ବନ କରିବେ । ଦୁର୍ଘଟଣା ଗସ୍ତ ହୋଇପାରନ୍ତି । ବନ୍ଧୁ ମିତ୍ରଙ୍କର ଆର୍ଥୀକ ସହାୟତାର ନୂତନ ପନ୍ଥା ଅନୁସରଣ କରିବେ । କର୍ମ କ୍ଷେତ୍ରରେ ଅତ୍ୟଧିକ ପରିଶ୍ରମ ଓ ସଂଘର୍ଷ କରିବାକୁ ପଡିବେ ।

ଆଦ୍ରା - ରାଜନୀତି କ୍ଷେତ୍ରରେ ନିଜକୁ ସୁରକ୍ଷିତ ରଖି ପାରିବେ । ନୂତନ ଯୋନଜାକୁ କାର୍ଯ୍ୟକରୀ କରନ୍ତୁ ନାହିଁ । ଶିକ୍ଷାର୍ଥୀମାନେ କିଛି ପରିମାଣରେ ଶୁଭଫଳ ପାଇବେ । ଖଳ ପ୍ରକୃତିର ଲୋକମାନେ ବିରୋଧୀ ଆଚରଣ କରିପାରନ୍ତି ।

ପୁନର୍ବସୁ - ଭୂ-ସମ୍ପତ୍ତି କିଣିବାର ଯୋଗ ରହିଛି । ଘରୋପକରଣ କିଣିବାରେ ଅଧିକ ବ୍ୟୟ କରିବେ । କଠିନ ପରିଶ୍ରମ କରିବା ଫଳରେ ବହୁତ ଭଲ ଫଳାଫଳ ପାଇବେ । ନୂତନ ଦ୍ରବ୍ୟ ଲାଭର ସୁଯୋଗ ରହିଛି ।

ପ୍ରତିକାର- ମା’ ଦତାତ୍ରେୟଙ୍କ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :