• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 5th September 2023: ଏହି ରାଶିର ବ୍ୟକ୍ତି ସାବଧାନତା ଅବଲମ୍ବନ କରନ୍ତୁ, ନଚେତ ଅସୁବିଧାରେ ପଡ଼ିପାରନ୍ତି

ସୌର ସିଂହ ମାସ ଭାଦ୍ରବ କୃଷ୍ଣପକ୍ଷ । ଇଂରାଜୀରେ ୫ ତାରିଖ ମଙ୍ଗଳବାର । ଚନ୍ଦ୍ର- ମେଷ ଦିବା ୦୩.୦୧ ଗତେ ବୃଷ । ତିଥି- ୬ଷ୍ଠୀ ଦିବା ୦୩.୪୬ ଗତେ ୭ମୀ । ଘାତ ଚନ୍ଦ୍ର- ମେଷ , ଦିବା ୦୩.୦୧ ଗତେ ବିଛା । ଘାତ ବାର- ମକର ।

Leo

ସିଂହ

Tuesday 05 Sep 2023

ମଘା- ସ୍ୱାସ୍ଥ୍ୟ କ୍ଷେତ୍ରରେ ସାମାନ୍ୟ ଉନ୍ନତି ଦେଖାଦେବ । ଅଧିକ ଭାଗ୍ୟଦାରୀ ହୋଇ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ । କର୍ମ କ୍ଷେତ୍ରରେ ଅନ୍ୟମାନେ ଆପଣଙ୍କର କର୍ମ କରିବାର ଶୈଳିକୁ ବୁଝିପାରିବେ ନାହିଁ । ସାମ୍ବାଦିକତା କ୍ଷେତ୍ରରେ ପ୍ରଂଶସା ସାଉଟିବେ ।

ପୂ , ଫାଲଗୁନୀ- ବନ୍ଧୁମାନଙ୍କ ସହିତ ହସ ଖୁସିରେ ସମୟ କଟାଇବେ । ବାଣିଜ୍ୟ ବ୍ୟବସାୟ ଓ ପରିବହନରେ ପ୍ରତିଦ୍ୱନ୍ଦିତା ବଢିବ । ରାଜନୀତି କ୍ଷେତ୍ରରେ ଆପଣା ଲୋକଙ୍କ ସହଯୋଗ ବୃଦ୍ଧି ପାଇଁ ନିଃସଙ୍ଗତା ବୋଧର ପୀଡା ଦୂରେଇ ଯିବ ।

ଉ ,ଫାଲଗୁନୀ- ଜମିଜମା କ୍ରୟ କରିବା ପାଇଁ ଯୋଜନା କରିପାରନ୍ତି । କ୍ରୀଡା କ୍ଷେତ୍ରରେ ଉଲେଖନୀୟ ସଫଳତା ମିଳିପାରେ । ନିଜର ଚତୁରତା, ଓ ବିବେକ ବଳରେ ବିପରୀତ ପରିସ୍ଥିତିକୁ ନିଜ ସପକ୍ଷରେ ନେଇ ପାରିବେ । କ୍ରୀଡା, ମନୋରଞ୍ଜନ, ନୃତ୍ୟଗୀତ, କଳାସଙ୍ଗୀତ, ଭୋଜିଭାତରେ ଉତ୍ସାହିତ ହେବେ ।

ପ୍ରତିକାର- ଶ୍ରୀ ମାତଙ୍ଗି ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :