• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 5th September 2023: ଏହି ରାଶିର ବ୍ୟକ୍ତି ସାବଧାନତା ଅବଲମ୍ବନ କରନ୍ତୁ, ନଚେତ ଅସୁବିଧାରେ ପଡ଼ିପାରନ୍ତି

ସୌର ସିଂହ ମାସ ଭାଦ୍ରବ କୃଷ୍ଣପକ୍ଷ । ଇଂରାଜୀରେ ୫ ତାରିଖ ମଙ୍ଗଳବାର । ଚନ୍ଦ୍ର- ମେଷ ଦିବା ୦୩.୦୧ ଗତେ ବୃଷ । ତିଥି- ୬ଷ୍ଠୀ ଦିବା ୦୩.୪୬ ଗତେ ୭ମୀ । ଘାତ ଚନ୍ଦ୍ର- ମେଷ , ଦିବା ୦୩.୦୧ ଗତେ ବିଛା । ଘାତ ବାର- ମକର ।

Libra

ତୁଳା

Tuesday 05 Sep 2023

ଚିତ୍ରା- ଫେରିବା ବାଟରେ ବନ୍ଧୁଙ୍କ ସହିତ ମତାନ୍ତର ରହିବ । ବ୍ୟବସାୟକୁ ନେଇ ଭଲ ଚୁକ୍ତି ହେବାର ସମ୍ଭାବନା ରହିଛି । ସଭାସମିତି ଓ ସାଂଗଠନିକ କ୍ଷେତ୍ରରେ ପ୍ରଶଂସିତ ହେବେ । ଅନେକ ଗୁଡିଏ କାମ ଅଟକି ଯାଇ ଥିବାରୁ ଅନ୍ୟମନସ୍କ ରହିବେ ।

ସ୍ୱାତୀ- ରାଜନେତା ନୂଆ କାର୍ଯ୍ୟ ଭାର ଗ୍ରହଣ କରିବେ । ଛାତ୍ରଛାତ୍ରୀମାନେ ପଢାରେ ଭଲ ସଫଳତା ଆଣିବେ । ଅଭାବ ଅନାଟନ ପାଇଁ ବ୍ୟୟ ସଂକୋଚନ ହେବ । କର୍ମ କ୍ଷେତ୍ରରେ କୈାଣସି ବ୍ୟକ୍ତିଙ୍କ ଠାରୁ ନିଜେ କରିଥିବା ଭୁଲ କଥା ଜାଣିପାରିବେ ।

ବିଶାଖା- କୋର୍ଟକଚେରୀ ମାମଲାଠୁ ଦୂରରେ ରୁହନ୍ତୁ । ଅର୍ଥ ସମ୍ମାନର ଅଭାବ ରହିବ ନାହିଁ । ଚେଷ୍ଟା କରୁଥିବା କାମରେ ସଫଳତା ପାଇବେ । ନୂତନ ବନ୍ଧତ୍ୱ ସୃଷ୍ଟି ହୋଇପାରେ । କର୍ତ୍ତବ୍ୟ ନିଷ୍ଠା ଯୋଗୁ ସମସ୍ତଙ୍କର ଆଦର ହେବେ ।

ପ୍ରତିକାର- ଶୁକ୍ରଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :