• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 5th September 2023: ଏହି ରାଶିର ବ୍ୟକ୍ତି ସାବଧାନତା ଅବଲମ୍ବନ କରନ୍ତୁ, ନଚେତ ଅସୁବିଧାରେ ପଡ଼ିପାରନ୍ତି

ସୌର ସିଂହ ମାସ ଭାଦ୍ରବ କୃଷ୍ଣପକ୍ଷ । ଇଂରାଜୀରେ ୫ ତାରିଖ ମଙ୍ଗଳବାର । ଚନ୍ଦ୍ର- ମେଷ ଦିବା ୦୩.୦୧ ଗତେ ବୃଷ । ତିଥି- ୬ଷ୍ଠୀ ଦିବା ୦୩.୪୬ ଗତେ ୭ମୀ । ଘାତ ଚନ୍ଦ୍ର- ମେଷ , ଦିବା ୦୩.୦୧ ଗତେ ବିଛା । ଘାତ ବାର- ମକର ।

Scorpio

ବିଛା

Tuesday 05 Sep 2023

ବିଶାଖା- ପେଟ ସମ୍ବନ୍ଧୀୟ କୌଣସି ରୋଗ ଆପଣଙ୍କୁ ଅସୁବିଧାରେ ପକାଇପାରେ । ବନ୍ଧୁଙ୍କ ସାହାଯ୍ୟ ଦ୍ୱାରା କଠିନ କାର‌୍ୟ୍ୟ କରିବେ । ପାରିବାରିକ ଜୀବନରେ କିଛି ଭଲ ଖବର ଶୁଣିବାକୁ ପାଇବେ । ବୁଦ୍ଧିମତା କାରଣରୁ ସମସ୍ତ କ୍ଷେତ୍ରରେ ଲାଭ ମିଳିବ ।

ଅନୁରାଧା- ବିବାହିତ ଜୀବନ ବିଷୟରେ ଅଧିକ ଚିନ୍ତା କରିବାର ଆବଶ୍ୟକତା ନାହିଁ । ପରିବାର ସଦସ୍ୟଙ୍କ ପାରସ୍ପରିକ ସହମତି ସହିତ ଆପଣ ଏକ ଭଲ ଯାନ କିଣି ପାରିବେ । ଆପଣଙ୍କର ଅଧ୍ୟୟନରେ ବାଧା ଆସିପାରେ ।

ଜ୍ୟୋଷ୍ଠା- ବ୍ୟକ୍ତି ଗତ ଜୀବନରେ ଅନ୍ୟ ବ୍ୟକ୍ତି ହସ୍ତକ୍ଷେପ ଦ୍ୱାରା ଆପଣ ବିରକ୍ତ ହୋଇପାରନ୍ତି । ଆଲୋଚନା ଅନୁଯାୟୀ କାମ ସବୁ ଠିକ୍‌ରେ ହୋଇଯିବ । କେତେକ କ୍ଷେତ୍ରରେ ଇଚ୍ଛା ବିରୋଧରେ କାମ କରି ଅନୁତାପ କରିବେ ।

ପ୍ରତିକାର- ମା’ ମଙ୍ଗଳାଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :