• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 5th September 2023: ଏହି ରାଶିର ବ୍ୟକ୍ତି ସାବଧାନତା ଅବଲମ୍ବନ କରନ୍ତୁ, ନଚେତ ଅସୁବିଧାରେ ପଡ଼ିପାରନ୍ତି

ସୌର ସିଂହ ମାସ ଭାଦ୍ରବ କୃଷ୍ଣପକ୍ଷ । ଇଂରାଜୀରେ ୫ ତାରିଖ ମଙ୍ଗଳବାର । ଚନ୍ଦ୍ର- ମେଷ ଦିବା ୦୩.୦୧ ଗତେ ବୃଷ । ତିଥି- ୬ଷ୍ଠୀ ଦିବା ୦୩.୪୬ ଗତେ ୭ମୀ । ଘାତ ଚନ୍ଦ୍ର- ମେଷ , ଦିବା ୦୩.୦୧ ଗତେ ବିଛା । ଘାତ ବାର- ମକର ।

Sagittarius

ଧନୁ

Tuesday 05 Sep 2023

ମୂଳା- ପିଲାମାନଙ୍କ ସହିତ ହସଖୁସିରେ ସମୟ ବିତାଇବେ । ଭାଗ୍ୟର ସହଯୋଗରେ ପୂର୍ବରୁ ଚାଲିଥିବା ସମସ୍ୟାରୁ ମୁକ୍ତ ହେବେ । ଯେତେ ଚେଷ୍ଟା କରିଲେ ମଧ୍ୟ ପରିଶ୍ରମ ମୁତାବକ କମ୍ ଫଳ ପାଇବେ ।

ପୂ , ଷାଢା – ପାରିବାରିକ ଜୀବନରେ ବୁଝାବଣା ନେଇ ତିକ୍ତତା ଦୂରେଇବାରେ ବନ୍ଧୁଙ୍କ ଅବଦାନ ଅବିସ୍ମରଣୀୟ ରହିବ । ରାଜନୈତିକ ଆଲୋଚନା କ୍ଷେତ୍ରରେ ଶୁଭଫଳ ପାଇବେ । ଅଫିସ୍‌ରେ ଆଜି ନିଜ କାମକୁ ନେଇ ବ୍ୟସ୍ତ ରହିବେ ।

ଉ , ଷାଢା – ଯେଉଁ ବ୍ୟବସାୟ ଆରମ୍ଭ କରିବା ପାଇଁ ଭାବୁଥିବେ ତାହା ଶୀଘ୍ର ଆରମ୍ଭ କରନ୍ତୁ । ମାଲିକମକଦ୍ଦମାରେ ଓକିଲଙ୍କ ସାହାଯ୍ୟ ପାଇବେ । ମହିଳା ମାନେ ଅଳଙ୍କାର ମାନ କ୍ରୟ କରି ପାରନ୍ତି । ବିଦ୍ୟାର୍ଥୀ ମାନେ ଗୁରୁଜନ ମାନଙ୍କ ଆଜ୍ଞା ପାଳନ କରିବେ ।

ପ୍ରତିକାର – ପ୍ରତିଦିନ ସକାଳୁ ସୂର‌୍ୟ୍ୟ ଦେବଙ୍କୁ ଜଳ ଅର୍ପଣ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :