• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 5th September 2023: ଏହି ରାଶିର ବ୍ୟକ୍ତି ସାବଧାନତା ଅବଲମ୍ବନ କରନ୍ତୁ, ନଚେତ ଅସୁବିଧାରେ ପଡ଼ିପାରନ୍ତି

ସୌର ସିଂହ ମାସ ଭାଦ୍ରବ କୃଷ୍ଣପକ୍ଷ । ଇଂରାଜୀରେ ୫ ତାରିଖ ମଙ୍ଗଳବାର । ଚନ୍ଦ୍ର- ମେଷ ଦିବା ୦୩.୦୧ ଗତେ ବୃଷ । ତିଥି- ୬ଷ୍ଠୀ ଦିବା ୦୩.୪୬ ଗତେ ୭ମୀ । ଘାତ ଚନ୍ଦ୍ର- ମେଷ , ଦିବା ୦୩.୦୧ ଗତେ ବିଛା । ଘାତ ବାର- ମକର ।

Capricorn

ମକର

Tuesday 05 Sep 2023

ଉ, ଷାଢା- ବ୍ୟକ୍ତିଗତ ଆର୍ଥିକ ସନ୍ତୁଳନ ବଜାୟ ରଖିବା ପାଇଁ ବିଶେଷ ପରିଶ୍ରମ କରିବାକୁ ପଡ଼ିବ । କାର୍ଯ୍ୟରେ ସଫଳତା ହାସଲ କରିପାରିବେ । ଭାଇଭଉଣୀମାନେ ଆପଣଙ୍କ ସହିତ ରହିବେ ।

ଶ୍ରବଣା- ପ୍ରେମିକ ପ୍ରେମିକମାନେ ମନ ଭିତରେ ଥିବା ସନ୍ଦେହକୁ ଦୂରେଇ ଦେଇ ନିକଟତର ହେବେ । ପୂର୍ବରୁ ଅର୍ଜିତ କରିଥିବା ସମ୍ପତ୍ତିକୁ ନେଇ କିଛି ବିଶେଷ ଯୋଜନା ପ୍ରସ୍ତୁତ କରିପାରନ୍ତି । ଛାତ୍ରଛାତ୍ରୀ ମାନେ ପାଠ ପଢ଼ାରେ ବହୁତ ଉପକୃତ ହେବେ ।

ଧନିଷ୍ଠା- ଋଣମୁକ୍ତିର ରାସ୍ତା ପରିଷ୍କାର ହେବ । ନିଜର କର୍ତ୍ତବ୍ୟକୁ ଠିକ୍ ଭାବରେ ନିର୍ବାହ କରିପାରିବେ । ଧାର୍ମିକ କାର୍ଯ୍ୟରେ ରୁଚି ବଢିବା ସହ ସମୟ ମଧ୍ୟ ଆନନ୍ଦମୟ ହେବ । ମାଲିମକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ ।

ପ୍ରତିକାର- ସୂର୍ଯ୍ୟ ଦେବତାଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :