• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 5th September 2024: ଏହି ରାଶିର ବ୍ୟକ୍ତି ଆଜି ରାଜନୀତି କ୍ଷେତ୍ରରେ ସଫଳତା ପାଇବେ...

ପାରିବାରିକ କ୍ଷେତ୍ରରେ ଆର୍ଥିକ ସଙ୍କଟ ଦୂରେଇଯିବା ଫଳରେ ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ । ଆଧ୍ୟାତ୍ମିକ ଓ ଧର୍ମ କାର୍ଯ୍ୟରେ ଲିପ୍ତ ରହିବେ।

Aquarius

କୁମ୍ଭ

Thursday 05 Sep 2024

ଧନିଷ୍ଠା- କ୍ଷମତାଶାଳୀ ହେବାର ସୁଯୋଗ ଆସିବ । ବ୍ୟବସାୟରେ ନୂତନ ବ୍ୟବସାୟ କରିବାର ଆଶା ମିଳିବ । ଅପ୍ରତ୍ୟାଶିତ ସମ୍ପତି ମିଳିବାର ସୂଚନା ଅଛି । ପାରିବାରିକ ଅସ୍ୱାସ୍ଥ୍ୟ କର ପରିସ୍ଥିତିକୁ ନେଇ ଚିନ୍ତା ଗ୍ରସ୍ତ ରହିବେ

ଶତଭିଷା- ଚାକିରିରେ ହାକିମଙ୍କ ପ୍ରତି ଭୟ ରହିବ । ବିଶିଷ୍ଠ ବ୍ୟକ୍ତିଙ୍କ ସହିତ ସମ୍ପର୍କ ବୃଦ୍ଧି ହେବ । ମହିଳା ମାନେ ବିଭିନ୍ନ ପ୍ରକାର ଲାଭର ସୈାଭାଗ୍ୟ ଲାଭ କରବେ । ରାଜନୀତିରେ ନୂତନ ସମସ୍ୟାରେ ପିଡିତ ହେବେ

ପୂ, ଭାଦ୍ରପଦ- ବିଦ୍ୟାର୍ଥୀ ମାନଙ୍କୁ ପଢାରେ ସମ୍ମାନ ମିଳିବା ସହିତ ବିଦେଶା ଗତ ହେବାର ସୁଯୋଗ ରହିଛି । ବିବାହିତ ସମ୍ବନ୍ଧୀୟ କଥାବାର୍ତା ବେଳେ ସଂଯମ ରଖନ୍ତୁ । ଘରକୁ ଜିନିଷ କିଣି ଅଧିକ ପଇସା ଖର୍ଚ୍ଚ କରିପାରନ୍ତି

ପ୍ରତିକାର – ଶନିଦେବଙ୍କ ଗାୟତ୍ରୀ ମନ୍ତ୍ରକୁ ପାଠ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :