• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 5th September 2024: ଏହି ରାଶିର ବ୍ୟକ୍ତି ଆଜି ରାଜନୀତି କ୍ଷେତ୍ରରେ ସଫଳତା ପାଇବେ...

ପାରିବାରିକ କ୍ଷେତ୍ରରେ ଆର୍ଥିକ ସଙ୍କଟ ଦୂରେଇଯିବା ଫଳରେ ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ । ଆଧ୍ୟାତ୍ମିକ ଓ ଧର୍ମ କାର୍ଯ୍ୟରେ ଲିପ୍ତ ରହିବେ।

Pisces

ମୀନ

Thursday 05 Sep 2024

ପୂ , ଭାଦ୍ରପଦ - ପ୍ରେମ ଜୀବନ ମଧୁର ମୟ ରହିବ । ବ୍ୟବସାୟରେ ନୂଆ ପ୍ରସ୍ତାବ ଉପରେ ବିଚାର କରିବେ । ଚାକିରି କ୍ଷେତ୍ରରେ ମନସ୍କାମନା ପୂରଣ ହେବ । କର୍ମ କ୍ଷେତ୍ରରେ ଅବହେଳା ପ୍ରଦର୍ଶନ କରିବେ । ବିରୋଧୀ ମାନଙ୍କ ସହ ଦୃଢ ମୁକାବିଲା କରିବେ ।

ଉ , ଭଦ୍ରପଦ - ଧର୍ମ ପୁସ୍ତକ ପଢିବାରେ ଆଗ୍ରହ ବଢିବ । ନମ୍ର ସ୍ୱଭାବ ସହ ମୁରବିଙ୍କ ସହିତ କଥାବାର୍ତ୍ତା ହୁଅନ୍ତୁ । ଛାତ୍ରଛାତ୍ରୀ ମାନେ ଅଧିକ ପରିଶ୍ରମ କରିଲେ ମଧ୍ୟ , ମଧ୍ୟମ ଧରଣର ଫଳ ପାଇବେ ।

ରେବତୀ – ଅଫିସରେ କୈାଣସି ମହତ୍ୱପୂର୍ଣ୍ଣ କାର‌୍ୟ୍ୟ ମିଳିବ । ଜ୍ୟୋତିଷ ବିଜ୍ଞାନର ଚର୍ଚ୍ଚା କରି ପାରନ୍ତି । ଖୋଳାଳି ମାନେ ଉତ୍ତମ ପ୍ରଦର୍ଶନ କରି ସମୀକ୍ଷକଙ୍କ ପ୍ରଂଶସା ଭାଜନ ହେବେ । ଆପଣଙ୍କ ଭିତରେ ଅଧିକ ଆତ୍ମବିଶ୍ୱାସ ରହିବ।

ପ୍ରତିକାର – ତାରାଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :