ପାରିବାରିକ କ୍ଷେତ୍ରରେ ଆର୍ଥିକ ସଙ୍କଟ ଦୂରେଇଯିବା ଫଳରେ ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ । ଆଧ୍ୟାତ୍ମିକ ଓ ଧର୍ମ କାର୍ଯ୍ୟରେ ଲିପ୍ତ ରହିବେ।
ଚିତ୍ରା- କର୍ମ କ୍ଷେତ୍ରରେ ବହୁ ସମୟ କାଟିବାକୁ ବାଧ୍ୟ ହେବେ ଓ କଳବଳ ଖଟାଇ ନିଜ ସ୍ଥାନକୁ କୈାଣସି ମତେ ଦୃଢ କରିବେ । ରାଜନୀତିରେ ସୁନାମ ବଢିବା ସହ ଆୟ ଉତ୍ତମ ହେବ । ସାମ୍ବାଦିକମାନେ ଲକ୍ଷ୍ୟ ଦିଗରେ ଆଗେଇବେ ।
ସ୍ୱାତୀ- ବ୍ୟବସାୟରେ ଆୟର ସ୍ରୋତ ଖୋଲିଯିବ । ଦୂର ଯାତ୍ରାରେ ଲକ୍ଷ୍ୟ ପୂରଣ କରିପାରନ୍ତି । ପ୍ରତ୍ୟେକ ପ୍ରତିବନ୍ଧକକୁ ସମ୍ମୁଖୀନ କରି ଆଗେଇ ବାକୁ ବାଧ୍ୟ ହେବେ ।
ବିଶାଖା- ଶିକ୍ଷାତ୍ରୀ ମାନେ ଦେଇଥିବା ପରିକ୍ଷାରେ କୃତକାର୍ୟ୍ୟ ହେବେ । ସାମାଜିକ ଗତିବିଧିରେ ସକ୍ରିୟ ଭୂମିକା ନିର୍ବାହ କରିବେ । ଚଳଚିତ୍ର କ୍ଷେତ୍ରରେ ସମସ୍ୟା ଦେଖାଦେବ ।
ପ୍ରତିକାର – ଭାର୍ଗବୀଙ୍କର ଫଟୋକୁ ପୂଜାର୍ଚ୍ଚନା କରନ୍ତୁ
ଶୁଭ ରଙ୍ଗ :ଧଳା
ଶୁଭ ସଂଖ୍ୟା :୬