• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 5th September 2024: ଏହି ରାଶିର ବ୍ୟକ୍ତି ଆଜି ରାଜନୀତି କ୍ଷେତ୍ରରେ ସଫଳତା ପାଇବେ...

ପାରିବାରିକ କ୍ଷେତ୍ରରେ ଆର୍ଥିକ ସଙ୍କଟ ଦୂରେଇଯିବା ଫଳରେ ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ । ଆଧ୍ୟାତ୍ମିକ ଓ ଧର୍ମ କାର୍ଯ୍ୟରେ ଲିପ୍ତ ରହିବେ।

Scorpio

ବିଛା

Thursday 05 Sep 2024

ବିଶାଖା – ବ୍ୟବସାୟ ବିଷୟରେ ଭଲ କଥା କହିବେ । ପାରିବାରିକ ଜୀବନ ଆମୋଦଦାୟକ ହେବ । ଭାଗ୍ୟ ଉଦ୍ୟୋଗୀ ହେବା ସହିତ, ବାଣିଜ୍ୟରେ ଲାଭ ମିଳିବ । ସ୍ୱାସ୍ଥ୍ୟ ସାଧାରଣତଃ ଉତ୍ତମ ରହିବ ।

ଅନୁରାଧା – କର୍ମକ୍ଷେତ୍ରରେ ଉଚ୍ଚ ଅଧିକାରୀଙ୍କ ସହଯୋଗରେ ସଫଳତା ମିଳିବ । ଛାତ୍ରଛାତ୍ରୀମାନେ ପ୍ରତିଯୋଗିତା ସଫଳତା ଲାଭ କରିବେ । ଅବିବାହିତମାନଙ୍କ ପାଇଁ ବିବାହ ପ୍ରସ୍ତାବ ସ୍ଥିରୀକୃତ ହେବ।

ଜ୍ୟେଷ୍ଠା – ପୈତୃକ ସମ୍ପତ୍ତିକୁ ନେଇ ଦୁଇ ଜଣଙ୍କ ବିବାଦରେ ତୃତୀୟ ବ୍ୟକ୍ତି ଲାଭବାନ୍ ହେବ । ପରିବାରରେ ଲୋକ ଆପଣଙ୍କ କଥାକୁ ସହମତି ଦେବେ । ରାଜନୀତିରେ କୌଣସି ଗୁରୁତ୍ୱପୂର୍ଣ୍ଣ କାର‌୍ୟ୍ୟକୁ ହାତକୁ ନେବେ ।

ପ୍ରତିକାର –ନୃସିଂହଙ୍କ ପୂଜା ସହିତ ମନ୍ତ୍ର ଜପ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :