• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 5th September 2024: ଏହି ରାଶିର ବ୍ୟକ୍ତି ଆଜି ରାଜନୀତି କ୍ଷେତ୍ରରେ ସଫଳତା ପାଇବେ...

ପାରିବାରିକ କ୍ଷେତ୍ରରେ ଆର୍ଥିକ ସଙ୍କଟ ଦୂରେଇଯିବା ଫଳରେ ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ । ଆଧ୍ୟାତ୍ମିକ ଓ ଧର୍ମ କାର୍ଯ୍ୟରେ ଲିପ୍ତ ରହିବେ।

Capricorn

ମକର

Thursday 05 Sep 2024

ଉ , ଷାଢା - ପାରିବାରିକ ଜୀବନରେ ପ୍ରଣୟ ଭଙ୍ଗର ସୂଚନା ମିଳିବ । ଚାକିରିରେ କୌଶଳ କ୍ରମେ ନିଜର ସ୍ଥିତି ସୁଦୃଢ କରିବେ । ଆବଶ୍ୟକୀୟ ଜିନିଷ ପାଇଁ ଅତ୍ୟଧିକ ବ୍ୟୟ କରିବାକୁ ପଡିପାରେ । ନିଜର ଦୋଷ ତ୍ରୁଟି ସ୍ୱୀକାର କରିବେ ।

ଶ୍ରବଣା – ପ୍ରିୟତମଙ୍କ ସହ ଆପଣଙ୍କ ସମ୍ବନ୍ଧ ଭଲ ହେବ । ଛାତ୍ରଛାତ୍ରିଙ୍କ ଲେଖାପଢାରେ ବାଧା ଦୂର ହେବ । ମାନ ମର‌୍ୟ୍ୟଦାରେ ଅଭିବୃଦ୍ଧି ଘଟିବ । ସୂର୍ଣ୍ଣଳଙ୍କାର କିଣି ଖୁସି ଅନୁଭବ କରିପାରନ୍ତି । ମହିଳାମାନେ ବନ୍ଧୁ ପରିଜନକ ସହ ସମୟ ବିତାଇବେ ।

ଧନିଷ୍ଠା – ଆର୍ଥିକ ସ୍ଥିତିକୁ ନେଇ ମାନସିକ ଅସ୍ଥିରତା ବଢିପାରେ । ମହିଳା ମାନେ ପ୍ରତାରଣା ଜନିତ ଦୁଃଖ ଭୋଗିବାକୁ ପଡିବ । ପରିଶ୍ରମ କରିଲେ ବଳକା କାମ ପୂରା ହେବ ।

ପ୍ରତିକାର – ମହାଦେବଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :