Daily Horoscope 5th September 2024: ଏହି ରାଶିର ବ୍ୟକ୍ତି ଆଜି ରାଜନୀତି କ୍ଷେତ୍ରରେ ସଫଳତା ପାଇବେ...

ପାରିବାରିକ କ୍ଷେତ୍ରରେ ଆର୍ଥିକ ସଙ୍କଟ ଦୂରେଇଯିବା ଫଳରେ ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ । ଆଧ୍ୟାତ୍ମିକ ଓ ଧର୍ମ କାର୍ଯ୍ୟରେ ଲିପ୍ତ ରହିବେ।

Aries

ମେଷ

Thursday 05 Sep 2024

ଅଶ୍ୱନୀ- ପାରିବାରିକ କ୍ଷେତ୍ରରେ ଆର୍ଥିକ ସଙ୍କଟ ଦୂରେଇଯିବା ଫଳରେ ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ । ଆଧ୍ୟାତ୍ମିକ ଓ ଧର୍ମ କାର୍ଯ୍ୟରେ ଲିପ୍ତ ରହିବେ । ବ୍ୟବସାୟରେ ପ୍ରତିଦ୍ୱନ୍ଦ୍ୱିତା ଲାଗି ରହିବ ।

ଦ୍ୱିଜା - ବିଦେଶ ଯାତ୍ରାର ସୁଯୋଗ ଆସିବ ଏବଂ ଲାଭବାନ୍ ହେବେ । ବିବାହ ଆଦି ଶୁଭକର୍ମରେ ଯୋଗ ଦେଇପାରନ୍ତି । କ୍ୟାରିୟର କ୍ଷେତ୍ରରେ ବିଶେଷ ଧ୍ୟାନ ହେବା ଦରକାର।

କୃତିକା- ରାଜନୀତି କ୍ଷେତ୍ରରେ କୌଶଳପୂର୍ଣ୍ଣ କାର୍ଯ୍ୟ କରିବେ । ନିଜର ଧନ ସମ୍ପତ୍ତି ସୁରକ୍ଷିତ ରଖିବାପାଇଁ ଚେଷ୍ଟା କରନ୍ତୁ । ନୂଆ ଗୃହ ନିର୍ମାଣ କରିବାର ସୁଯୋଗ ଆସିପାରେ ।

ପ୍ରତିକାର - ଓଁ ହ୍ରୀଂ ଶ୍ରୀଂ ମଙ୍ଗଳାୟ ନମଃ ଜପ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :