• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 6th April 2023: ଏହି ରାଶିର ବ୍ୟକ୍ତିଙ୍କର ଆଜି ଗୃହ ନିର୍ମାଣ ପାଇଁ ଜମି କ୍ରୟର ଯୋଗ ରହିଛି

ସୈାର ମୀନ ମାସ ଚୈତ୍ର ଶୁକ୍ଲପକ୍ଷ । ଇଂରାଜୀରେ ୬ ତାରିଖ ଗୁରୁବାର । ଚନ୍ଦ୍ର – କନ୍ୟା ରାତ୍ରି ୦୧.୦୯ ଗତେ ତୁଳା,ତିଥି – ପୂର୍ଣ୍ଣିମା ଦିବା ୧୦.୦୪ ଗତେ ପ୍ରତିପଦ,ଘାତ ଚନ୍ଦ୍ର – ବୃଷ ରାତ୍ରି ୦୧.୦୯ ପର୍ଯ୍ୟନ୍ତ,ଘାତ ବାର – ତୁଳା ଓ କୁମ୍ଭ,ପୁଷ୍କର ଦୋଷ – ନାସ୍ତି

Aries

ମେଷ

Thursday 06 Apr 2023

ଅଶ୍ୱନୀ- ହଜମ ପ୍ରକ୍ରିୟା, ସ୍ନାୟୁ ସମସ୍ୟାରେ ହଇରାଣ ହୋଇପାରନ୍ତି । ବ୍ୟବସାୟରେ ଗ୍ରାହକମାନେ ପ୍ରଚୁର ପରିମାଣରେ ରହିବେ । ପାରିବାରିକ ଚାପରେ ବୃଦ୍ଧି ଘଟିବାର ସମ୍ଭାବନା ଅଛି

ଦ୍ୱିଜା- ବିବାହିତ ଜୀବନ ବିଷୟରେ ଭଲ ଅନୁଭବ କରିପାରିବେ । ଯେକୌଣସି ସମ୍ପତ୍ତି ବିକ୍ରୟରୁ ଟଙ୍କା ରୋଜଗାର କରିବାର ସୁଯୋଗ ଆସିପାରେ । ଛାତ୍ରଛାତ୍ରୀମାନେ ସହଜରେ ପଢୁଥିବା ଯେକୌଣସି ଜିନିଷକୁ ସ୍ମରଣ ରଖିପାରିବେ

କୃତିକା- ଟଙ୍କାକୁ ଭଲ କାମରେ ଲଗାଇବାରେ ସକ୍ଷମ ହେବେ । ପ୍ରଭାବଶାଳୀ ବ୍ୟକ୍ତିବିଶେଷ, ନେତାଙ୍କ ସହିତ ଯୋଗାଯୋଗ କରିବାର ସୁଯୋଗ ପାଇବେ । ମହିଳା ମାନେ ଅନ୍ୟକୁ ସାହାଯ୍ୟ କରିବେ ।

ପ୍ରତିକାର - ଓଁ ହ୍ରୀଂ ଶ୍ରୀଂ ମଙ୍ଗଳାୟ ନମଃ ଜପ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :