• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 6th April 2023: ଏହି ରାଶିର ବ୍ୟକ୍ତିଙ୍କର ଆଜି ଗୃହ ନିର୍ମାଣ ପାଇଁ ଜମି କ୍ରୟର ଯୋଗ ରହିଛି

ସୈାର ମୀନ ମାସ ଚୈତ୍ର ଶୁକ୍ଲପକ୍ଷ । ଇଂରାଜୀରେ ୬ ତାରିଖ ଗୁରୁବାର । ଚନ୍ଦ୍ର – କନ୍ୟା ରାତ୍ରି ୦୧.୦୯ ଗତେ ତୁଳା,ତିଥି – ପୂର୍ଣ୍ଣିମା ଦିବା ୧୦.୦୪ ଗତେ ପ୍ରତିପଦ,ଘାତ ଚନ୍ଦ୍ର – ବୃଷ ରାତ୍ରି ୦୧.୦୯ ପର୍ଯ୍ୟନ୍ତ,ଘାତ ବାର – ତୁଳା ଓ କୁମ୍ଭ,ପୁଷ୍କର ଦୋଷ – ନାସ୍ତି

Pisces

ମୀନ

Thursday 06 Apr 2023

ପୂ, ଭାଦ୍ରପଦ- ପୁରୁଣା ରୋଗର ପ୍ରକୋପ ବୃଦ୍ଧି ପାଇବ । ଆପଣ ଚାକିରି ବଦଳାଇବାକୁ ଚେଷ୍ଟା କରିପାରିବେ । ବ୍ୟବସାୟ କ୍ଷେତ୍ରକୁ ସୁସଜ୍ଜିତ କରି ପ୍ରଚୁର ଲାଭବାନ୍ ହେବେ

ଉ, ଭାଦ୍ରପଦ- କର୍ମ କ୍ଷେତ୍ରରେ ସହକର୍ମୀଙ୍କ ସହ ସାମାନ୍ୟ ତିକ୍ତତା ସୃଷ୍ଟି ହୋଇପାରେ । ପରିବାର ସଦସ୍ୟଙ୍କ ସହିତ ଏକ ତୀର୍ଥ ସ୍ଥାନକୁ ବୁଲିବା ପାଇଁ ଯିବେ । ଜୀବନ ସାଥିଙ୍କ ସହିତ ସମ୍ବନ୍ଧ ମଧୁର ରହିବ

ରେବତୀ- ଆପଣଙ୍କ ପାଇଁ ଟଙ୍କା ରୋଜଗାର କରିବାର ଅନେକ ସରଳ ଉପାୟ ମିଳିବ । ଅନୁସନ୍ଧାନ ପ୍ରୋଜେକ୍ଟରେ କାମ କରୁଛନ୍ତି ତେବେ ଆପଣ ଭଲ କରିବାକୁ ସମର୍ଥ ହେବେ । ବିଦେଶରେ ପଢିବାକୁ ଚାହୁଁଥିବା ଶିକ୍ଷାର୍ଥୀ ମାନଙ୍କ ଆଶା ପୂରଣ ହୋଇପାରେ

ପ୍ରତିକାର – ବୃହସ୍ପତିଙ୍କର ବିଗ୍ରହକୁ ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :