• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 6th April 2023: ଏହି ରାଶିର ବ୍ୟକ୍ତିଙ୍କର ଆଜି ଗୃହ ନିର୍ମାଣ ପାଇଁ ଜମି କ୍ରୟର ଯୋଗ ରହିଛି

ସୈାର ମୀନ ମାସ ଚୈତ୍ର ଶୁକ୍ଲପକ୍ଷ । ଇଂରାଜୀରେ ୬ ତାରିଖ ଗୁରୁବାର । ଚନ୍ଦ୍ର – କନ୍ୟା ରାତ୍ରି ୦୧.୦୯ ଗତେ ତୁଳା,ତିଥି – ପୂର୍ଣ୍ଣିମା ଦିବା ୧୦.୦୪ ଗତେ ପ୍ରତିପଦ,ଘାତ ଚନ୍ଦ୍ର – ବୃଷ ରାତ୍ରି ୦୧.୦୯ ପର୍ଯ୍ୟନ୍ତ,ଘାତ ବାର – ତୁଳା ଓ କୁମ୍ଭ,ପୁଷ୍କର ଦୋଷ – ନାସ୍ତି

Cancer

କର୍କଟ

Thursday 06 Apr 2023

ପୁନର୍ବସୁ- ଅନ୍ୟାନ୍ୟ ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟା ବଢ଼ିପରେ ା ପାରିବାରିକ ପରିବେଶ ଅତ୍ୟନ୍ତ ଆନନ୍ଦଦାୟକ ହେବ । ଜୀବନରେ ନୂଆ ପ୍ରେମ ପ୍ରସଙ୍ଗ ଆରମ୍ଭ ହୋଇପାରେ । ଅଫିସ୍ କାମ କରିବା ବେଳେ ମନକୁ ବିଭିନ୍ନ ପ୍ରକାର ଯୋଜନା ଆସିବ

ପୁଷ୍ୟା- ଆର୍ଥିକ ସ୍ଥିତିକୁ ଭଲ ରଖିବା ପାଇଁ ଆପଣଙ୍କୁ ବହୁତ ପରିଶ୍ରମ କରିବାକୁ ପଡିବ । ରାଜନିତିରେ ସଭାସମିତିରେ ଆଗ୍ରହୀ ହୋଇପାରନ୍ତି । ଉଚ୍ଚଶିକ୍ଷା ପ୍ରତିଷ୍ଠା ପଥରେ ଆସୁଥିବା ପ୍ରତିବନ୍ଧକ ଗୁଡିକ ହଟିଯିବ

ଅଶ୍ଳେଷା- ଆପଣ ରହସ୍ୟମୟ ବିଷୟ ପ୍ରତି ଅଧିକ ଆକର୍ଷିତ ହେବ । ନୂତନ ଗୃହ ନିର୍ମାଣ କିମ୍ବା ଜମି କ୍ରୟ କରି ପାରନ୍ତି । ମହିଳା ମାନେ କୌଣସି ଧର୍ମାନୁଷ୍ଠାନରେ କିଛି ଅଗ୍ରଣି ଦାୟିତ୍ୱ ନେଇ ପାରନ୍ତି ।

ପ୍ରତିକାର – ମାଛଙ୍କୁ ଖାଦ୍ୟ ଦିଅନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :