ସୈାର ମୀନ ମାସ ଚୈତ୍ର ଶୁକ୍ଲପକ୍ଷ । ଇଂରାଜୀରେ ୬ ତାରିଖ ଗୁରୁବାର । ଚନ୍ଦ୍ର – କନ୍ୟା ରାତ୍ରି ୦୧.୦୯ ଗତେ ତୁଳା,ତିଥି – ପୂର୍ଣ୍ଣିମା ଦିବା ୧୦.୦୪ ଗତେ ପ୍ରତିପଦ,ଘାତ ଚନ୍ଦ୍ର – ବୃଷ ରାତ୍ରି ୦୧.୦୯ ପର୍ଯ୍ୟନ୍ତ,ଘାତ ବାର – ତୁଳା ଓ କୁମ୍ଭ,ପୁଷ୍କର ଦୋଷ – ନାସ୍ତି
ମୂଳା- ଆପଣଙ୍କ ସ୍ୱାସ୍ଥ୍ୟର ବିଶେଷ ଯତ୍ନ ନିଅନ୍ତୁ । କୃଷି ସମ୍ବନ୍ଧୀୟ କାର୍ୟ୍ୟରେ ଭଲ ଲାଭ ହେବାର ସମ୍ଭାବନା ଅଛି । ବନ୍ଧୁଙ୍କ ସାହାର୍ୟ୍ୟ ଦ୍ୱାରା କଠିନ କାର୍ୟ୍ୟ କରିବେ । ବିଦେଶୀ ବ୍ୟବସାୟ ମଧ୍ୟ ବୃଦ୍ଧି ପାଇପାରେ
ପୂ, ଷାଢା- ପାରିବାରିକ ସମସ୍ୟା ବୁଝାବଣା ମଧ୍ୟରେ ସମାଧାନ ହୋଇଯିବ, ଭାତୃ ସଂପର୍କରେ ଉନ୍ନତି ଘଟିବ । ପ୍ରିୟ ବ୍ୟକ୍ତିଙ୍କ ପାଇଁ ସଠିକ୍ ମାର୍ଗରେ ବହୁତ କିଛି କରିବାକୁ ଚାହିଁବେ
ଉ, ଷାଢା- ଦାମ୍ପତ୍ୟ ଜୀବନ ପୂର୍ବ ଅପେକ୍ଷା ଖୁବ୍ ଭଲ ରହିବ । ଯେକୌଣସି ଘରର ମରାମତି କିମ୍ବା ସାଜସଜ୍ଜା କାର୍ୟ୍ୟରେ ବହୁତ ଖର୍ଚ୍ଚ କରି ପାରନ୍ତି । ଆପଣଙ୍କର ଜ୍ଞାନକୁ ବିସ୍ତାର କରିବାକୁ ଚାହିଁବେ
ପ୍ରତିକାର – ପ୍ରତିଦିନ ସକାଳୁ ସୂର୍ଯ୍ୟ ଦେବଙ୍କୁ ଜଳ ଅର୍ପଣ କରନ୍ତୁ
ଶୁଭ ରଙ୍ଗ :ହଳଦିଆ
ଶୁଭ ସଂଖ୍ୟା :୩