• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 6th April 2023: ଏହି ରାଶିର ବ୍ୟକ୍ତିଙ୍କର ଆଜି ଗୃହ ନିର୍ମାଣ ପାଇଁ ଜମି କ୍ରୟର ଯୋଗ ରହିଛି

ସୈାର ମୀନ ମାସ ଚୈତ୍ର ଶୁକ୍ଲପକ୍ଷ । ଇଂରାଜୀରେ ୬ ତାରିଖ ଗୁରୁବାର । ଚନ୍ଦ୍ର – କନ୍ୟା ରାତ୍ରି ୦୧.୦୯ ଗତେ ତୁଳା,ତିଥି – ପୂର୍ଣ୍ଣିମା ଦିବା ୧୦.୦୪ ଗତେ ପ୍ରତିପଦ,ଘାତ ଚନ୍ଦ୍ର – ବୃଷ ରାତ୍ରି ୦୧.୦୯ ପର୍ଯ୍ୟନ୍ତ,ଘାତ ବାର – ତୁଳା ଓ କୁମ୍ଭ,ପୁଷ୍କର ଦୋଷ – ନାସ୍ତି

Capricorn

ମକର

Thursday 06 Apr 2023

ଉ, ଷାଢା- ସକାଳେ ଚାଲିବା କିମ୍ବା ସାଇକେଲ ଚଲାଇବା ଅଭ୍ୟାସ କରନ୍ତୁ । ଆପଣଙ୍କ ବ୍ୟବସାୟକୁ ଅଗ୍ରଗତି କରାଇବେ ଏବଂ ଏକ ନୂତନ ଦିଗକୁ ନେଇଯିବେ । କର୍ମ କ୍ଷେତ୍ରରେ କୌଣସି କାର‌୍ୟ୍ୟ ଆପଣଙ୍କୁ କ୍ଷତି ପହଞ୍ଚାଇପାରେ

ଶ୍ରବଣା- ପାରିବାରିକ ଜୀବନରେ ସୁଖ ରହିବ ଏବଂ କିଛି ଶୁଭ କାର‌୍ୟ୍ୟ ସମାପ୍ତ ହେବ । ବିବାହିତ ଜୀବନରେ କୌଣସି ପ୍ରକାରର ସମସ୍ୟା ହେବାର ସମ୍ଭାବନା କମ୍ ରହିବ । ଗାଡ଼ି କିଣିବା ଆପଣଙ୍କ ପାଇଁ ଅତ୍ୟନ୍ତ ଲାଭଦାୟକ ହେବ

ଧନିଷ୍ଠା- ରାଜନୀତିରେ ଲୋକ ସମର୍ଥନ ବୃଦ୍ଧି ପାଇବା ସହ ମୂଖ୍ୟ ନେତାଙ୍କର ପ୍ରିୟ ପାତ୍ର ହୋଇପାରିବେ । ଶାରୀରିକ ସମସ୍ୟା ଅଧ୍ୟୟନରେ ବାଧା ସୃଷ୍ଟି କରିପାରେ । ପୈତୃକ ସମ୍ପତି ବୃଦ୍ଧି ହେବାର ସମ୍ଭାବନା ଅଛି

ପ୍ରତିକାର – ମା ମଙ୍ଗଳା ପୂଜା ସହିତ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :