• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 6th April 2024: ଆଜି ଏହି ରାଶିର ବ୍ୟକ୍ତି ଚାକିରିରେ ସ୍ଥାନାନ୍ତରିତ ହୋଇପାରନ୍ତି

ସୌର ମୀନ ମାସ ଚୈତ୍ର କୃଷ୍ଣପକ୍ଷ। ଇଂରାଜୀରେ ୬ ତାରିଖ ଶନିବାର। ଚନ୍ଦ୍ର- କୁମ୍ଭ ଅହୋରାତ୍ର। ତିଥି- ଦ୍ୱାଦଶୀ ଦିବା ୧୦.୧୯ ଗତେ ତ୍ରୟୋଦଶୀ। ଘାତଚନ୍ଦ୍ର- ମିଥୁନ ଓ ମୀନ ରାଶିର ଅହୋରାତ୍ର।ଘାତବାର- ବୃଷ, ସିଂହ ଓ କନ୍ୟା ରାଶିର।

Aquarius

କୁମ୍ଭ

Saturday 06 Apr 2024

ଧନିଷ୍ଠା- ପ୍ରେମିକ ପ୍ରେମିକାଙ୍କର ସଂପର୍କ ମଧୁର ରହିବ । ଧର୍ମ ଓ ସାଂସୃତିକ କାର‌୍ୟ୍ୟରେ ଯୋଗଦାନ କରିବେ । ନିଜର ମନ ଅନୁସାରେ କର୍ମ କ୍ଷେତ୍ରରେ ସ୍ୱାଧିନତା ପାଇବେ । ଶିଳ୍ପ ବାଣିଜ୍ୟ କ୍ଷେତ୍ରରେ ଅଭିବୃଦ୍ଧି ଘଟିପାରେ ।

ଶତଭିଷା- ସନ୍ତାନମାନଙ୍କ ସାଫଲ୍ୟ ମନରେ ଖୁସି ଆଣିଦେବ । ରାଜନୀତିରେ ନାନା ପ୍ରକାର ସମସ୍ୟା ଭିତରେ ଗତି କରିପାରନ୍ତି । ବାଣିଜ୍ୟ ବ୍ୟବସାୟରେ ସି୍ଥର ଅବସ୍ଥା ଲାଗି ରହିବ । ନିଜର ମୂଲ୍ୟବାନ ବସ୍ତୁଗୁଡିକର ବିଶେଷ ଧ୍ୟାନ ରଖନ୍ତୁ ।

ପୂ, ଭାଦ୍ରପଦ- ସାହାର‌୍ୟ୍ୟକାରୀ ବ୍ୟକ୍ତିଙ୍କ ସହିତ ପରିଚୟ ହେବ । ଜୀବନ-ସାଥି ଅତି ଉତ୍ତମ ହୋଇଥିବା କାରଣରୁ ଆପଣ ନିଜକୁ ଅତି ଭାଗ୍ୟଶାଳୀ ଅନୁଭବ କରିବେ । ସାମାଜିକ ଓ ପ୍ରଭାବଶାଳୀ କାର‌୍ୟ୍ୟରେ ମନ ବଳାଇବେ ।

ପ୍ରତିକାର – ସାତଟି ଗୋଲ ମରିଚ ନୀଳ କପଡାରେ ବାନ୍ଧି ଜଳରେ ଭସାଇ ଦିଅନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :