• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 6th April 2024: ଆଜି ଏହି ରାଶିର ବ୍ୟକ୍ତି ଚାକିରିରେ ସ୍ଥାନାନ୍ତରିତ ହୋଇପାରନ୍ତି

ସୌର ମୀନ ମାସ ଚୈତ୍ର କୃଷ୍ଣପକ୍ଷ। ଇଂରାଜୀରେ ୬ ତାରିଖ ଶନିବାର। ଚନ୍ଦ୍ର- କୁମ୍ଭ ଅହୋରାତ୍ର। ତିଥି- ଦ୍ୱାଦଶୀ ଦିବା ୧୦.୧୯ ଗତେ ତ୍ରୟୋଦଶୀ। ଘାତଚନ୍ଦ୍ର- ମିଥୁନ ଓ ମୀନ ରାଶିର ଅହୋରାତ୍ର।ଘାତବାର- ବୃଷ, ସିଂହ ଓ କନ୍ୟା ରାଶିର।

Pisces

ମୀନ

Saturday 06 Apr 2024

ପୂ , ଭାଦ୍ରପଦ - ପ୍ରେମ ଜୀବନ ମଧୁରମୟ ରହିବ । ବ୍ୟବସାୟରେ ନୂଆ ପ୍ରସ୍ତାବ ଉପରେ ବିଚାର କରିବେ । ଚାକିରି କ୍ଷେତ୍ରରେ ମନସ୍କାମନା ପୂରଣ ହେବ । କର୍ମ କ୍ଷେତ୍ରରେ ଅବହେଳା ପ୍ରଦର୍ଶନ କରିବେ । ବିରୋଧୀମାନଙ୍କ ସହ ଦୃଢ ମୁକାବିଲା କରିବେ ।

ଉ , ଭଦ୍ରପଦ - ଧର୍ମ ପୁସ୍ତକ ପଢିବାରେ ଆଗ୍ରହ ବଢିବ । ନମ୍ର ସ୍ୱଭାବ ସହ ମୁରବିଙ୍କ ସହିତ କଥାବାର୍ତ୍ତା ହୁଅନ୍ତୁ । ଛାତ୍ରଛାତ୍ରୀମାନେ ଅଧିକ ପରିଶ୍ରମ କଲେ ବି ମଧ୍ୟମ ଧରଣର ଫଳ ପାଇବେ ।

ରେବତୀ – ଅଫିସରେ କୌଣସି ମହତ୍ୱପୂର୍ଣ୍ଣ କାର‌୍ୟ୍ୟ ମିଳିବ । ଜ୍ୟୋତିଷ ବିଜ୍ଞାନର ଚର୍ଚ୍ଚା କରି ପାରନ୍ତି । ଖୋଳାଳିମାନେ ଉତ୍ତମ ପ୍ରଦର୍ଶନ କରି ସମୀକ୍ଷକଙ୍କ ପ୍ରଂଶସା ଭାଜନ ହେବେ । ଆପଣଙ୍କ ଭିତରେ ଅଧିକ ଆତ୍ମବିଶ୍ୱାସ ରହିବ।

ପ୍ରତିକାର – ତାରାଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :